Tag: Odisha

ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ: ପ୍ରଭାତୀ ପରିଡ଼ା

ସେପ୍ଟେମ୍ୱର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କ ପାଇଁ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି ଖାଲି ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ ବୋଲି…

ରଥ ଉପରେ ବଡ଼ ଠାକୁର ପଡ଼ିବା ଘଟଣାର ତଦନ୍ତ ଆରମ୍ଭ

ରଥଯାତ୍ରା ସମୟରେ ବଡ଼ ଠାକୁର ବଳଭଦ୍ର ରଥ ଚାରମାଳ ଉପରେ ମୁହଁ ମାଡି ପଡିଯାଇଥିଲେ। ରଥ ଉପରେ ଆବଶ୍ୟକଠାରୁ ଅଧିକ ଲୋକ ଥିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଏଭଳି ଅଘଟଣ ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଥିବାବେଳେ ଭକ୍ତଙ୍କ ଭାବନାକୁ କୁଠାରଘାତ…

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ମିଶ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ଅମାପ ସମ୍ପତ୍ତିର ମାଲିକ ତଥା ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ ହୋଇଛନ୍ତି । ସମ୍ପତ୍ତି ଦେଖିଲେ ତାଜୁବ ହେବେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଵିଭାଗ ଗିରଫ କରିଥିବା…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଆଜି ଜାତୀୟ ରାଜପଥ ନିର୍ମାଣ ନେଇ ସମୀକ୍ଷା ବୈଠକ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମୀକ୍ଷା ବୈଠକରେ ସାମିଲ ହେବେ। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ…

ବାରରେ ନାଚି ପାରିବେନି ଯୁବତୀ

ଅସାମାଜିକଙ୍କ ଦୁର୍ବ୍ୟବହାର ଓ ଅଶ୍ଳୀଳ ଆଚରଣକୁ ନେଇ ବାର ଗର୍ଲଙ୍କ ଉପରେ କଟକଣା ଲାଗୁ ହୋଇଛି। ଅବକାରୀ ବିଭାଗ ଏହି କଟକଣା କରିଛି। ଆଉ ବାରରେ ନାଚି ପାରିବେନି ଯୁବତୀ । ବାର ଗର୍ଲଙ୍କୁ ନିର୍ଯ୍ୟାତନା ଓ ଗଣ୍ଡଗୋଳକୁ ନେଇ ଦୃଢ଼…

ବିଜେଡିର ଜନଜାଗରଣ ପ୍ରତିଶୃତି ହାସ୍ୟାସ୍ପଦ: ଡ. ଯତୀନ ମହାନ୍ତି

ନିର୍ଲଜତାର ସବୁ ସୀମା ପାର କରିଛି ବିଜେଡି । ହତାଶ ଏବଂ ପରାଜୟ ଗ୍ଲାନିରେ ନିରାଶ ଭାବକୁ ପ୍ରକାଶ କରିବା ପାଇଁ ଯେତେବେଳେ କୌଣସି ରାସ୍ତା ନଥାଏ, ସେତେବେଳେ ଏଭଳି ଔଷଧ ବିକଳରେ ତାଟିଆ କାମୁଡିବା ପ୍ରକୃତି ଦେଖାଯାଏ । ୨୫…

ପୋଲାଭରମ ପ୍ରକଳ୍ପ କ୍ଷୟକ୍ଷତି ଅନୁଧ୍ୟାନ କରି ଫେରିଲା ବିଜେଡି ଟିମ

ପୋଲାଭରମ ପ୍ରକଳ୍ପ କାମ ଯଥାଶୀଘ୍ର ସାରିବାକୁ ଚଳିତ ବଜେଟରେ ନିଷ୍ପତ୍ତି ନିଆଯିବା ସହ ଏଥିପାଇଁ ବ୍ୟୟବରାଦ ମଧ୍ୟ ହୋଇଥିଲା। ଯାହାଫଳରେ ରାଜ୍ୟରେ ପୋଲାଭରମ ପ୍ରକଳ୍ପ ରାଜନୀତି ସରଗରମ ହୋଇଥିଲା। ବିରୋଧୀ ଦଳ ବିଜେଡି ଏହାକୁ ବିରୋଧ କରିବା ସହ ପ୍ରକଳ୍ପ ସ୍ଥିତି…

କାଳ ହେଲା ଅନ୍ଧବିଶ୍ୱାସ ଓ ଧର୍ମାନ୍ତରଣ; ଜୀବନ ହରାଇଲେ ମହିଳା

ଆଜି ବି ଅନେକ ସ୍ଥାନରେ ଲୋକେ ଝଡ଼ାଫୁଙ୍କା, ଗୁଣି ଗାରେଡିରେ ବିଶ୍ୱାସ ରଖୁଛନ୍ତି। ଏଭଳି ଅନ୍ଧବିଶ୍ୱାସର କରୁଣ ପରିଣତିରୁ ଗଲା ମହିଳାଙ୍କ ଜୀବନ। ଏଭଳି ଅନେକ ଉଦାହରଣ ରହିଛି। ମୟୂରଭଞ୍ଜ ଜିଲ୍ଲା ବାମନଘାଟି ଉପଖଣ୍ଡ ବିଶୋଇ ଥାନା ଅନ୍ତର୍ଗତ କେଶାମ୍ ଗ୍ରାମ…

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା । ବିଧାନସଭାରେ ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବା ସହ ଜେ.ପି ନଡ୍ଡା ତାଲିମ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ।

ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଦିଆଯିବ ଜମି

ଓଡ଼ିଶାରେ ଭୂମିହୀନ ଓ ବାସହୀନ ଥିବା ଲୋକକୁ ମିଳିବ ଜମି ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗ୍ରାମାଞ୍ଚଳରେ ବର୍ଷବର୍ଷ ଧରି ସରକାରୀ ଜାଗାରେ ରହିବା ସତ୍ତ୍ୱେ ଭୂମିହୀନ ଗରିବଙ୍କୁ ଦିଆଯିବ ଜମି ।…