Tag: Odisha

CM Mohan Majhi Balangir Visit: ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଭିନ୍ନ ଥାନାରେ ନେତା ଅଟକ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଲାଙ୍ଗୀର ଗସ୍ତ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଭିନ୍ନ ଥାନାରେ ନେତା ଅଟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ଆଶଙ୍କାରେ ଏକାଧିକ ବିରୋଧୀ ନେତାଙ୍କୁ ଅଟକ ରଖିଛି ପୋଲିସ। ପାଟଣାଗଡ଼…

Summer Vacation in Odisha: ୨୭ ତାରିଖ ସୁଦ୍ଧା ସ୍କୁଲ୍‌ ଛୁଟି ଘୋଷଣା ହୋଇପାରେ କହିଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୁବ୍ ଶୀଘ୍ର ସ୍କୁଲ୍‌ଗୁଡ଼ିକ ପାଇଁ ଗ୍ରୀଷ୍ମ ଛୁଟି ଘୋଷଣା କରାଯିବ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ସୂଚନା ଦେଇ କହିଛନ୍ତି ଯେ, ୨୭ ଏପ୍ରିଲ୍ ସୁଦ୍ଧା ସ୍କୁଲ୍ ଛୁଟି ଘୋଷଣା…

Mega Nijukti Mela in Bhubaneswar: ନିଯୁକ୍ତି ମେଳାରେ ୭ଟି ବିଭାଗର ୪୬୨୩ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅଭିଯାନ କ୍ରମରେ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ବିଶାଳ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଉପସ୍ଥିତିରେ ୭ଟି ବିଭାଗର ୪,୬୨୩ ଜଣ ଯୋଗ୍ୟ…

Women’s Reservation Bill: ମହିଳା ସଂରକ୍ଷଣ ବିଲ୍ କାଟ୍ ଖାଇବା ପ୍ରସଙ୍ଗରେ ଜିଲ୍ଲାସ୍ତରରେ ପ୍ରତିବାଦ କରିବେ ମହିଳା 

ମହିଳା ସଂରକ୍ଷଣ ବିଲ୍ କାଟକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ବର୍ଷିଛି ବିଜେପି ମହିଳାମୋର୍ଚ୍ଚା । ସେ କହିଛନ୍ତି ନାରୀଶକ୍ତି ବନ୍ଦନ ଅଧିନିୟମକୁ ସଂସଦରେ ପାରିତ କରିବାରେ କଂଗ୍ରେସ ନେତୃତ୍ୱାଧୀନ ବିରୋଧୀମାନେ ପ୍ରତିବନ୍ଧକ ସାଜିଥିଲେ । ସେମାନେ ଏହି ବିଲ୍ ବିରୋଧରେ…

Heat Wave in Odisha: ୪୪ ଡିଗ୍ରୀ ଛୁଇଁଲା ତାପମାତ୍ରା; ହିଟ୍ ୱେଭ୍ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର

ସାରା ଓଡ଼ିଶାରେ କଲବଲ୍ କରୁଛି ତାତି। ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ କରିଦେଉଛି ଜନଜୀବନ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଛି। ଏହାରି ମଧ୍ୟରେ ରାଜ୍ୟର…

School Holiday: ଆଜି ଆସିପାରେ ରାଜ୍ୟରେ ସ୍କୁଲ ଛୁଟି ନେଇ ଚୂଡାନ୍ତ ନିଷ୍ପତ୍ତି

ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଖରା ସାଙ୍ଗକୁ ଭୀଷଣ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଏହାରି ମଧ୍ୟରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଚାଲିଛି। ଖରାକୁ ଦୃଷ୍ଟିରେ ରଖି ଅନେକ ଜିଲ୍ଲାରେ ସ୍କୁଲ ଛୁଟି…

Ragging Allegation At VSSUT: ଭିସୁଟ୍‌ରେ ପୁଣି ରାଗିଂ ଅଭିଯୋଗ, ୪ ଛାତ୍ର ଦୋଷୀ

ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟରେ ପୁଣି ରାଗିଂ ଅଭିଯୋଗ । ମେକାନିକାଲ୍ ବିଭାଗର ଛାତ୍ରଙ୍କୁ ସିନିୟର ଛାତ୍ରଙ୍କ ରାଗିଂ ଅଭିଯୋଗରେ ୪ ଛାତ୍ର ଦୋଷୀ । ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (VSSUT)ର ଚାରି ଜଣ…

Odisha Cabinet Decisions: ୮ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର; କାଠଯୋଡ଼ି ନଦୀ ଉପରେ ତିଆରି ହେବ ନୂଆ ବ୍ରିଜ୍

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୮ଟି ବିଭାଗର ୮ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ…

Truck Catches Fire in Bhubaneswar: ପଳାଶୁଣୀ ଓଭରବ୍ରିଜ୍ ଉପରେ ଜଳିଗଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ରାଜଧାନୀ ଭୁବନେଶ୍ୱରର ପଳାଶୁଣୀ ଓଭରବ୍ରିଜ୍ ଉପରେ ଆଜି ସକାଳେ ଏକ ଟ୍ରକ୍‌ରେ ଭୟଙ୍କର ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି । ସୌଭାଗ୍ୟବଶତଃ ଡ୍ରାଇଭର ଓ ହେଲପର ଠିକ୍ ସମୟରେ ଗାଡ଼ିରୁ ଡେଇଁ ପଡ଼ିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । କଟକ ପଟରୁ…

Heat Wave in Odisha: ୪୪ ଡିଗ୍ରୀ ଛୁଇଁଲା ରାଜ୍ୟର ତାପମାତ୍ରା

ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି । ଗରମକୁ ଗୁଳୁଗୁଳିରୁ ନାହିଁ ନିସ୍ତାର । ରାଜ୍ୟର ପ୍ରାୟ ୨୫ ଟି ସ୍ଥାନରେ ଦିନର ତାପମାତ୍ରା ୪୧ ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ କରାଯାଇଛି। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ହିଟ୍…