Tag: Odisha

ଓଡ଼ିଶା ବଜେଟ୍: ମୋ ସ୍କୁଲ ଯୋଜନାର ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ

ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ମୋ ସ୍କୁଲ ଯୋଜନାର ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ । ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ…

ଓଡ଼ିଶା ବଜେଟ୍: ଅନାଥ ଶିଶୁଙ୍କ ପାଇଁ ଲାଗୁହେବ ନୂଆ ଯୋଜନା ଯଶୋଦା

ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି…

ଓଡ଼ିଶା ବଜେଟ୍: ରାଜ୍ୟରେ ଲାଗୁ ହେବ ସିଏମ୍‌ କିଷାନ ଯୋଜନା ଓ ସମୃଦ୍ଧ କୃଷକ ଯୋଜନା

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ କୃଷି ଓ କୃଷଙ୍କୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଚାଷୀମାନଙ୍କ ପାଇଁ ଲାଗୁ…

ଓଡ଼ିଶା ବଜେଟ୍: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା ଓ ଆୟୁଷ୍ମାନ ଭାରତ

ଓଡ଼ିଶାରେ ଲାଗୁ ହେବ ସୁଭଦ୍ରା ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା । ମହିଳାଙ୍କ ପାଇଁ ଆରମ୍ଭ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଆୟୁଷ୍ମାନ ଭାରତ ପାଇଁ…

ଆସିଲା ନୂଆ ରାଜ୍ୟ ସରକାରଙ୍କର ପ୍ରଥମ ବଜେଟ୍

ବିଧାନସଭାରେ ଉପସ୍ଥାପନା ହେଲା ନୂଆ ରାଜ୍ୟ ସରକାରଙ୍କର ପ୍ରଥମ ବଜେଟ୍ । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଉଛି ପୂର୍ଣ୍ଣାଙ୍ଗ ବଜେଟ । ସପ୍ତଦେଶ ବଜେଟ ଅଧିବେଶନର ପ୍ରଥମ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…

ବିଧାୟକ ପାଣ୍ଠି ବୃଦ୍ଧିକୁ ନେଇ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। ନିଜ ଅଞ୍ଚଳର ଆବଶ୍ୟକତା ଅନୁସାରେ ବିଭିନ୍ନ ଉନ୍ନୟନମୂଳକ ଓ ଅତ୍ୟାବଶ୍ୟକ ପ୍ରକଳ୍ପ କାର୍ଯ୍ୟ ପାଇଁ ଦିଆଯାଉଥିବା ବାର୍ଷିକ ବିଧାୟକ ପାଣ୍ଠିକୁ ବୃଦ୍ଧି କରିବା ନେଇ ବିଧାସଭାରେ ଦିଆଯାଇଥିବା…

ଘୁଞ୍ଚିଲା ଓଟିଇଟି ପରୀକ୍ଷା

ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଘୁଞ୍ଚିଲା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ଆସନ୍ତା…

ଅର୍ଥନୈତିକ ସର୍ଭେ ରିପୋର୍ଟ: ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଆଜି ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ଭେ ରିପୋର୍ଟରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି । ଯେଉଁଥିରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମସ୍ଥାନରେ ଥିବାର ଜଣାପଡିଛି । ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା…

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ରାତି ୮ଟା ୩୦ରେ ବୈଠକ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ। ମୋହନ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ସରକାର କ୍ଷମତାକୁ ଆସିବା ପରେ ଏହା ହେବ ତୃତୀୟ…

ତୃତୀୟ ଦିନ ବିଧାନସଭା ବଜେଟ୍‌ ଅଧିବେଶନରେ ହଟ୍ଟଗୋଳ; ୧୧ଟା ୩୦ ଯାଏଁ ଗୃହ ମୁଲତବି

ସରଗରମ ହେଉଛି ବିଧାନସଭା ଅଧିବେଶନ। ସରକାରୀ ଦଳ ଓ ବିରୋଧୀ ଦଳ ହୋଇଛନ୍ତି ମୁହାଁମୁହିଁ। ବିଧାନସଭା ଅଧୂବେଶନର ଆଜି ତୃତୀୟ ଦିନ। ବିଧାନସଭା ବଜେଟ୍‌ ଅଧିବେଶନର ତୃତୀୟ ଦିନରେ ବି ଦେଖାଯାଇଛି ହଟ୍ଟଗୋଳ । ରାଜ୍ୟପାଳଙ୍କ ପୁଅ ଆଇନକୁ ହାତକୁ ନେଇଥିବା…