Tag: Odisha

ଏଏସ୍ଓଙ୍କୁ ମାଡ଼ ଅଭିଯୋଗକୁ ନେଇ ବିଧାନସଭାରେ ହଟ୍ଟଗୋଳ; ଦିନ ସାଢ଼େ ୧୧ ଯାଏଁ ଗୃହ ମୁଲତବି

ବିଧାନସଭାର ସପ୍ତଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଯାଇଥିବା ବେଳେ ଆଜି ଦ୍ଵିତୟ ଦିନରେ ବି ସରଗରମ ହୋଇଛି ଗୃହ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ASOଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ଅଭିଯୋଗକୁ ନେଇ ବିଜେଡିର…

କଂଗ୍ରେସ ବିଧାୟକ ଦଳ ବୈଠକରେ ଆସିଲେନି ତାରା ବାହିନୀପତି ଓ ରମେଶ ଜେନା

ବିଧାନସଭାର ଅଧିବେଶନ ପୂର୍ବରୁ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନଂ କକ୍ଷରେ ଆରମ୍ଭ ହୋଇଛି ବୈଠକ । ଗୃହରେ କଂଗ୍ରେସ ଗଠନମୂଳକ ପ୍ରସ୍ତାବ ଦେବା ସହିତ ବିଭିନ୍ନ…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ବଦନାମ କରିବା ପାଇଁ ଚାଲିଛି ସାଂଘାତିକ ଚକ୍ରାନ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସର୍ବସାଧାରଣଙ୍କ ଆଖ୍ୟାରେ ବଦ ବଦନାମ କରିବା ପାଇଁ ଏକ ଭୟଙ୍କର ଚକ୍ରାନ୍ତ ଆରମ୍ଭ ହୋଇଛି । ମୋହନ ନିଜକୁ ଲୋକମୁଖ୍ୟମନ୍ତ୍ରୀ ଭାବେ ଉପସ୍ଥାପନ କରିବା ସକାଶେ ଚେଷ୍ଟା ଚଳାଇ ଆସୁଛନ୍ତି । ଏହା ତାଙ୍କର ଏକ…

ଆଜିଠୁ ବିଧାନସଭା ଅଧିବେଶନ ଆରମ୍ଭ

ଆଜିଠୁ ମୋହନ ସରକାରଙ୍କ ଆରମ୍ଭ ହେବ ପ୍ରଥମ ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ । ପୂର୍ବାହ୍ଣ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ଆସନ୍ତା ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ…

ସ୍କୁଲ୍ ବସରେ ହେବ ଅଗ୍ନି ନିରାପତ୍ତା ନିୟମର ଅନୁପାଳନ

ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ…

ସୁରକ୍ଷା ବଳୟରେ ବିଧାନସଭା ପରିସର

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମ୍ପୂର୍ଣ୍ଣ ସୁରକ୍ଷା ବଳୟରେ ରହିଛି ବିଧାନସଭା ପରିସର। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜିପି। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମାଷ୍ଟର କ୍ୟାଣ୍ଟିନରୁ…

୨୫ ଯାଏଁ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏବେ ଓଡ଼ିଶା ଉପକୂଳରୁ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଅର୍ଥାତ ୨୫…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବ ପରି…

ବିଧାନସଭାରେ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ କରିବୁ: ବିଜେଡି

ଶଙ୍ଖ ଭବନଠାରେ ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ବିଧାନସଭା ଅଧିବେଶନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରାଯାଇଥିଲା ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…

ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ ରଖିବା ପାଇ ଘୋଷଣା କରିବା ପରେ ଏହି ନିଷ୍ପରିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର…