ରାଜ୍ୟ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି July 5, 2024 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଛି। ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏକାଧିକ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି। ଜୁଲାଇ ୬ ତାରିଖରେ ଭୁବନେଶ୍ୱରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…
ରାଜ୍ୟ ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ July 5, 2024 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ରାଜ୍ୟ ଓଡ଼ିଶାର କିଛି ଅଲଗା ପ୍ରସଙ୍ଗ: ସର୍ପ ଦଂଶନ, ବଜ୍ରପାତ, ମଣିଷ-ପଶୁ ଲଢ଼େଇ July 5, 2024 Nirvay ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନେବା ଜରୁରୀ। ପ୍ରତିବର୍ଷ ସର୍ପ ଦଂଶନ, ବଜ୍ରପାତ, ମଣିଷ-ପଶୁ ଲଢ଼େଇ ଓ ଅନ୍ୟାନ୍ୟ ଦୈବୀ ଦୁର୍ବିପାକରେ ଅନେକ ଲୋକଙ୍କ ପ୍ରାଣହାନୀ ହେଉଛି। ପୂର୍ବରୁ ସରକାରରେ ଥିବା ବେଳେ ନବୀନ ବାବୁ ଉତ୍ତମ ବିପର୍ଯ୍ୟୟ ପରିଚାଳନା…
ତାଜା ଖବର ରାଜ୍ୟ ଓଡ଼ିଶାକୁ ଆସିବେ ୫ ମହାବଳ ବାଘ July 5, 2024 Papirani ଓଡ଼ିଶାର ଅଭୟାରଣ୍ୟରେ ମହାବଳ ବାଘବଂଶ ବୃଦ୍ଧି ପାଇଁ ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ଶେଷ…
ବ୍ୟବସାୟ ୭ ଓ ୮ରେ ପ୍ରବଳ ବର୍ଷା July 5, 2024 Nirvay ଆସନ୍ତା ୭ ଓ ୮ ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୭ରେ ପ୍ରବଳ, ୮ରେ ହାଲୁକାରୁ ମଧ୍ୟମ ବର୍ଷା ନେଇ ସୂଚନା। ପୁରୀକୁ ବି ପ୍ରବଳ ବର୍ଷା ହେବା…
ରାଜ୍ୟ ରାଜ୍ୟରେ ଲାଗିବ ୫ କୋଟି ଚାରା: ପରିବେଶ ସଚିବ July 5, 2024 Nirvay ବୃକ୍ଷରୋପଣ ନେଇ ଜଙ୍ଗଲ ଓ ପରିବେଶ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଏ ବର୍ଷ ରାଜ୍ୟରେ ୫ କୋଟି ଗଛ ଲଗାଯିବ ବୋଲି କହିଛନ୍ତି। ୧୮ ମାସିଆ ପରିବର୍ତ୍ତେ ୩୦ ମାସିଆ ଚାରା ଦିଆଯିବ। ପରିବେଶ ସୁରକ୍ଷା ପାଇଁ ପରିବେଶ…
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟର ଦ୍ବାରସ୍ଥ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା July 5, 2024 Papirani ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହେବା ପରେ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି । କୌଣସି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ…
ରାଜ୍ୟ ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି July 4, 2024 Nirvay ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…
ତାଜା ଖବର ରାଜନୀତି ରାଜ୍ୟ ଏବେ ଓଡ଼ିଆ ଭାଷାରେ ଏମବିବିଏସ୍ ଶିକ୍ଷା, କମିଟି ଗଠକ କଲେ ରାଜ୍ୟସରକାର July 4, 2024 Papirani ରାଜ୍ୟରେ ଓଡିଆ ଭାଷାରେ ଡାକ୍ତରୀ ଶିକ୍ଷା ପ୍ରଦାନ କରିବାରକୁ ଦୃଷ୍ଟିରେ ରଖି ଡାକ୍ତର ମାନସ ରଞ୍ଜନ ସାହୁଙ୍କ ତତ୍ତ୍ଵାବଧାନରେ ଏକ କମିଟି ଗଠନ କରାଯାଇଛି । ଏହି ୨୨ ଜଣ ସଦସ୍ୟ ଥିବା କମିଟି ଓଡିଆ ଭାଷାରେ MBBS ଶିକ୍ଷା ଅନୁବାଦ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ: ମୁଖ୍ୟମନ୍ତ୍ରୀ July 4, 2024 Papirani ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…