ତାଜା ଖବର ରାଜ୍ୟ Odisha Vigilance: ଭିଜିଲାନ୍ସ ଜାଲରେ ୨ ଇଞ୍ଜିନିୟର January 5, 2026 Papirani ଲାଞ୍ଚ ଜାଲରେ ମୟୂରଭଞ୍ଜ ଉଦଳାର AEE ଓ JE । ୬୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ୨ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ମୟୂରଭଞ୍ଜ ଜିଲ୍ଲା ଉଦଳା ସବ-ଡିଭିଜନର ଓଡ଼ିଶା ଲିଫ୍ଟ ଇରିଗେସନ୍ କର୍ପୋରେସନ (OLIC)ର ଦୁଇଜଣ ଯନ୍ତ୍ରୀଙ୍କୁ ଜଣେ…
ରାଜ୍ୟ Mega Pipe Water Supply Corruption Incident: ମେଗା ପାଇପ୍ ଜଳ ଯୋଗାଣ ଦୁର୍ନୀତି ଘଟଣା; କିଏ ମନ୍ତ୍ରୀ ଓ ସଚିବ ଥିଲେ ଖୋଲି କହିବେ କି ସରକାର ? January 5, 2026 Papirani ଓଡ଼ିଶାରେ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପରେ ଦୁର୍ନୀତି ହୋଉଛି କି ନାହିଁ ? ଭାଜପା ସରକାର ଦୁର୍ନୀତି ହୋଇଛି ବୋଲି ବିଧାନସଭାରେ ସ୍ବୀକାର କରିଛନ୍ତି । ଏହି ପ୍ରକଳ୍ପ ନବୀନ ସରକାର ଆରମ୍ଭ କରିଥିଲେ ୨୦୧୭ରେ । ପ୍ରାୟ ୩୫…
ତାଜା ଖବର ରାଜନୀତି ରାଜ୍ୟ BJD Leader: ପ୍ରମିଳାଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି January 5, 2026 Papirani ପୁଣି ମେଳି ବାନ୍ଧିଲେ ବିଜେଡି ନେତା। ଯାଜପୁର ବିଜେଡି ନେତାଙ୍କୁ ନେଇ ପ୍ରମିଳା ମଲ୍ଲିକଙ୍କ ଘରେ ବସିଛି ବଡ଼ ବୈଠକ। ଆଜି ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି। ପ୍ରମିଳାଙ୍କ ସରକାରୀ ବାସଭବନରେ ଏକାଠି…
ରାଜନୀତି ରାଜ୍ୟ Crime Branch investigation against Pandian: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ନିରୁତା ଧୂଆଁବାଣ January 5, 2026 Papirani ପୂର୍ବତନ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ ପ୍ରମାଣପତ୍ର ଦାଖଲ ନିମନ୍ତେ କ୍ରାଇମବ୍ରାଞ୍ଚ ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ନୋଟିସ୍ ଜାରି କରିଛନ୍ତି । ସମସ୍ତ ପ୍ରମାଣପତ୍ର ଆସନ୍ତା ୬ ତାରିଖ ସୁଦ୍ଧା କ୍ରାଇମବ୍ରାଞ୍ଚ ନିକଟରେ ଦାଖଲ କରିବା…
ତାଜା ଖବର ରାଜ୍ୟ Odisha Doctors Protest: ତେଜିଲା ଡାକ୍ତରଙ୍କ ଆନ୍ଦୋଳନ; ୨ ଘଣ୍ଟିଆ ଓପିଡି ବନ୍ଦ January 5, 2026 Papirani ଦାବି ପୂରଣ ନ ହେବାରୁ ତେଜିଲା ଡାକ୍ତରଙ୍କ ଆନ୍ଦୋଳନ । ଯାହା ଫଳରେ ସାରା ରାଜ୍ୟରେ ବାହ୍ୟ ରୋଗୀ ସେବାରେ ଆହୁରି ବାଧା ଉପୁଜିଛି। ଓମ୍ସା ପକ୍ଷରୁ ବିଭିନ୍ନ ହସ୍ପିଟାଲରେ ୨ ଘଣ୍ଟିଆ ଓପିଡି ବନ୍ଦ । ଆଜିଠୁ ୯ଟାରୁ ୧୧ଟା…
ତାଜା ଖବର ରାଜ୍ୟ Ama Bus Accidents: ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଚଳାଇବେ ଆମ ବସ୍: ଉଷା ପାଢ଼ୀ January 4, 2026 Papirani ଆମ ବସ୍ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗର କଡ଼ା ପଦକ୍ଷେପ । ଏ ନେଇ ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଡ୍ରାଇଭରଙ୍କର ଏଣିକି ଥାର୍ଡ ପାର୍ଟି ସ୍କ୍ରିନିଂ ଟେଷ୍ଟ କରାଯିବ…
ତାଜା ଖବର ରାଜ୍ୟ Ama Bus Accident: ଆମ ବସ୍ ଦୁର୍ଘଟଣା ପରେ ଚେତିଲା ପରିବହନ ବିଭାଗ; ବସ୍ ଫିଟନେସ୍, ଚାଳକ ସ୍ଥିତି ଓ ସଡ଼କ ସୁରକ୍ଷା ନିୟମର ଯାଞ୍ଚ January 4, 2026 Papirani କ୍ରମାଗତ ‘ଆମ ବସ୍’ ଦୁର୍ଘଟଣା ପରେ ଚେତିଲା ପରିବହନ ବିଭାଗ । ପରିବହନ କମିଶନର ଅମିତାଭ ଠାକୁରଙ୍କ ନେତୃତ୍ୱରେ ଟିମ୍ ଗଠନ କରାଯାଇଛି । ବସ୍ ଫିଟନେସ୍, ଚାଳକ ସ୍ଥିତି ଓ ସଡ଼କ ସୁରକ୍ଷା ନିୟମର ଯାଞ୍ଚ କରାଯାଇଛି ।ମାଷ୍ଟରକ୍ୟାଣ୍ଟିନ ଡିପୋରେ…
ତାଜା ଖବର ରାଜ୍ୟ Ama Bus Accident: ଆମ ବସ୍’ ଧକ୍କାରେ ଅଟୋ ଚାଳକ ମୃତ ଘଟଣା; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 4, 2026 Papirani ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସଂପର୍କୀୟଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। CMRFରୁ ୪ ଲକ୍ଷ ଟଙ୍କା ସହାୟତା ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି । ଏହା ସହ ଏହି ଘଟଣାକୁ ନେଇ…
ତାଜା ଖବର ରାଜ୍ୟ Patha Utsav: ଭୁବନେଶ୍ବରରେ ଆରମ୍ଭ ହୋଇଛି ପଥ ଉତ୍ସବ January 4, 2026 Papirani ୨୦୨୬ର ପ୍ରଥମ ପଥ ଉତ୍ସବ କରାଯାଉଛି। ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନିକଟରେ ଏହି ପଥ ଉତ୍ସବ ଅନୁଷ୍ଠିତ କରାଯାଇଛି। ଚଳିତ ବର୍ଷ ପଥ ଉତ୍ସବକୁ ଟିକିଏ ନିଆରାଢଙ୍ଗରେ ପାଳନ କରାଯାଉଛି। ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତାରେ “ପଥ…
ରାଜ୍ୟ Probe against VK Pandian: ଭି.କେ. ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ January 4, 2026 Nirvay ପୂର୍ବତନ 5-T ସଚିବ ଭି.କେ. ପାଣ୍ଡିଆନଙ୍କ ପାଇଁ ପୁଣି ବଢ଼ିଲା ଅଡୁଆ । ଫାଇଭ-ଟି ସଚିବ ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଭି କେ ପାଣ୍ଡିଆନଙ୍କ ବିରୋଧରେ କରାଯାଇଥିବା ଅଭିଯୋଗର ଦସ୍ତାବିଜ୍ ଓ ଇଲେକ୍ଟ୍ରୋନିକ ରେକର୍ଡ ମାଗିଛି କ୍ରାଇମବ୍ରାଞ୍ଚ୍…