Tag: Odisha

ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…

ନୂଆ ସରକାର ପ୍ରଭାବ: ଓଡ଼ିଶାରେ ଯୋଗ ଉତ୍ସବ

ସୁସ୍ଥ ଓ ନିରାମୟ ଜୀବନଯାପନ ପାଇଁ ଯୋଗ ନିତାନ୍ତ ଆବଶ୍ୟକ। ସୁଖୀ ଓ ଶାନ୍ତ ରହିବା ପାଇଁ ଯୋଗାଭ୍ୟାସ ଆପଣାନ୍ତୁ। ଏହା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଚିନ୍ତାଧାରା। ଆଜି ପୁରା ଦେଶ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳୁଛି। ଓଡ଼ିଶାର…

୨୦୩୬ ଯାଏ ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ ଓଡ଼ିଶା

କ୍ରୀଡାର ପ୍ରୋତ୍ସାହନ ପାଇଁ ଓଡ଼ିଶାର ନୂଆ ସରକାର ବଡ଼ ଘୋଷଣା କରିଛନ୍ତି। ୨୦୩୬ ଯାଏ ଓଡ଼ିଶା ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ । ପୂର୍ବରୁ ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ଥିଲା । ଓଡ଼ିଶାକୁ ୧୦୦ବର୍ଷ ପୁରୁଥିବାରୁ ଚୁକ୍ତି…

ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…

କଂଗ୍ରେସ ଭବନରେ ପଶି ପିସିସି ସଭାପତିଙ୍କୁ କାଳିମାଡ଼

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଆଜି କାଳିମାଡ଼ ହୋଇଛି । କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳି ମାଡ଼ ପରେ ପ୍ରତିକ୍ରିୟା ରଖିଲେ ପିସିସି…

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି

ବିଜେପି ସାଂସଦ ଭର୍ତ୍ତୃହରି ମହତାବ ୧୮ତମ ଲୋକସଭାର କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବେ। ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି। ସେ ସଂସଦରେ ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ। ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ…

ବାଲେଶ୍ବର ସହରରେ ଆଉ ୨ ଘଣ୍ଟା ହେଲା କର୍ଫ୍ୟୁ କୋହଳ

ବାଲେଶ୍ବର ଗୋଷ୍ଠୀ ସଂଘର୍ଷ କାରଣରୁ ପୁଲିସ ପ୍ରଶାସନ ପକ୍ଷରୁ ପୌରାଞ୍ଚଳରେ ଲାଗୁ ହୋଇଥିବା କର୍ପ୍ୟୁକୁ ଆଉ ୨ ଘଣ୍ଟା କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ…

ଓଡ଼ିଶା ଚାଷୀଙ୍କ ପାଇଁ ଖରିଫ ଋତୁରୁ ଧାନ MSP ହେବ ୩୧୦୦ ଟଙ୍କା

ରାଜ୍ୟରେ ଚାଷୀମାନଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ”ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…

ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ବରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ…