Tag: Odisha

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…

ରାଜରାସ୍ତାରେ ଯାତ୍ରୀଙ୍କୁ ମାଡ଼ ମାରିଲେ ଆମ ବସ୍‌ କଣ୍ଡକ୍ଟର

ଭୁବନେଶ୍ବରରେ ଆମ ବସ୍‌ କଣ୍ଡକ୍ଟରଙ୍କ ଦାଦାଗିରି । ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଚାପୁଡ଼ା ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର । ବସ୍‌ ଭିତରୁ ବାହାରି ଆସି ବାହାରେ ଚାପୁଡ଼ା ମାରିଥିବା ଜଣାପଡିଛି । ଏହା ସହ ଯାତ୍ରୀଙ୍କୁ ମାରି ମୁଣ୍ଡ ଫଟାଇ ଦେଇଥିବା…

ରାଜ୍ୟରେ ଅଛନ୍ତି ୯୩୯୨ ସଂଖ୍ୟକ କାର୍ଯ୍ୟରତ ସାମ୍ବାଦିକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ବିଧାନସଭା ଗୁହରେ ଉଠିଲା ସାମ୍ବାଦିକ ପ୍ରସଙ୍ଗ।ମନ୍ତ୍ରୀ ଅଖିଳ ଚନ୍ଦ୍ର ନାଏକ ସାମ୍ବାଦିକଙ୍କୁ ଦିଆଯାଉଥିବା ସୁବିଧା ଆଉ ଯୋଜନା ବିଷୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶ୍ନ କରିଛନ୍ତି । ସେ ମୁଖ୍ୟମନ୍ତ୍ରୀଙ୍କୁ…

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣା: ୩ ଶିକ୍ଷକ ନିଲମ୍ବିତ

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣାରେ ଗୋଷାଣୀ ବ୍ଲକ ମାଛମରା ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ସମେତ ୩ ନିଲମ୍ବିତ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ରଥ, ସହକାରୀ ଶିକ୍ଷକ ହିନ୍ଦୀ ଶିକ୍ଷକ ଏସ୍.ଜୟା ରାଓ ଏବଂ କ୍ରୀଡ଼ା ଶିକ୍ଷକ ବି…

୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍ । ଯେଉଁ ସୁଭଦ୍ରା ହିତାଧିକାରୀ ୬୦ ବର୍ଷ ହୋଇଯାଇଥିବା ସେମାନଙ୍କୁ ଏଣିକି ବାର୍ଦ୍ଧକ୍ୟା ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର। ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ୬୦ ବର୍ଷ ବୟସ…

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…

ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା

ରାଜଧାନୀରେ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ ଗଣନା କରାଯାଇଛି ।…

ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ ସେବା ହେଲା ସମ୍ପୂର୍ଣ୍ଣ ମାଗଣା

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ରେ ଯିବାଆସିବା କରିବା ହେଲା ସମ୍ପୂର୍ଣ୍ଣ ମାଗଣା । ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବସ୍‌ରେ ମାଗଣା ଯାଇପାରିବେ । ଛାତ୍ରଛାତ୍ରୀ ଯାଉଥିବା ରୁଟ୍‌…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଆଜିଠୁ ଆରମ୍ଭ ହେଲା ସେବାପକ୍ଷ

ନିଜକୁ ପ୍ରଧାନସେବକ ଭାବେ ଅଭିହିତ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍‌ଥାନ ସହ ଦଳିତ, ଆଦିବାସୀ, ଚାଷୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରିଛନ୍ତି ।…