Tag: Odisha

Naveen seeks Dharmendra Pradhan’s resignation: ନିଟ୍ ପେପର୍ ଲିକ୍ ମାମଲା; କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଦେଶରେ ନିଟ୍ (NEET) ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାମୂଳକ ପରୀକ୍ଷା ପରିଚାଳନାରେ ବାରମ୍ବାର ହେଉଥିବା ଅନିୟମିତତାକୁ ନେଇ ଦିଲ୍ଲୀ ଗସ୍ତ ବେଳେ ଦଳୀୟ ସାଂସଦ…

AI Cameras to be Installed in Jails: କଏଦୀଙ୍କୁ ଜଗିବ AI କ୍ୟାମେରା: ଜେଲ୍‌ ଡିଜି

ଜେଲ ଭିତରେ ଏବଂ ପରିସରରେ କଏଦୀଙ୍କୁ ଜଗିବ AI କ୍ୟାମେରା । ଏ ନେଇ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ସୂଚନା ଦେଇଛନ୍ତି ଜେଲ୍‌ ଡିଜି । ସେ କହିଛନ୍ତି ୨୦ଟି ଜେଲ୍‌ରେ ଭିଡିଓ ଆନାଲିଟିକ୍ସ ସହିତ ଏଆଇ…

Odisha Vigilance Nabs RI: ଭିଜିଲାନ୍ସ ଜାଲରେ କୁଆଁରମୁଣ୍ଡା କୋଲସିହିରିଆ RI

ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଆର୍‌ଆଇ । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କୁଆଁରମୁଣ୍ଡା କୋଲସିହିରିଆ ଆର୍‌ଆଇ ଅନୀତା ଜେନା । ଜଣେ ଆବେଦନକାରୀଙ୍କ ପୈତୃକ ଜମିର ଡିମାର୍କେସନ୍ ରିପୋର୍ଟ ପ୍ରଦାନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ…

SIR Process in Odisha: ୫୮ ଲକ୍ଷ ଲୋକଙ୍କୁ ଦିଆଯାଇଛି ନୋଟିସ୍: ସିଇଓ

ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ୫୮ ଲକ୍ଷ ଲୋକଙ୍କୁ ଦିଆଯାଇଛି ନୋଟିସ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ। ସେ କହିଛନ୍ତି…

President Murmu To Visit Odisha: ଅଗଷ୍ଟ ୩ରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲ୍ଲାର ତପ୍ତପାଣି ମଧ୍ୟ…

Anganwadi Management Committee in Odisha: ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ଗଠନ ହେବ ଅଙ୍ଗନବାଡ଼ି ପରିଚାଳନା କମିଟି

ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ଗଠନ ହେବ ଅଙ୍ଗନବାଡ଼ି ପରିଚାଳନା କମିଟି । ସାମୁଦାୟିକ ମାଲିକାନା ଏବଂ ଦାୟିତ୍ୱ ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ରରେ ସମସ୍ତ ମହିଳା ଅଙ୍ଗନୱାଡି ପରିଚାଳନା…

Odisha Education Crisis: ରାଜ୍ୟରେ ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ୍‌

ଓଡ଼ିଶାରେ କମୁଛି ଶିକ୍ଷାର ମାନ । ୨୦୨୫-୨୬ ଶିକ୍ଷାବର୍ଷରେ ଓଡ଼ିଶାରେ ଏକକ ଶିକ୍ଷକ ଥିବା ବିଦ୍ୟାଳୟ ସଂଖ୍ୟା ପ୍ରାୟ ୩୪ ପ୍ରତିଶତ ବୃଦ୍ଧି ପାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର UDISE+ ରିପୋର୍ଟରେ ଏହି ପରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି ।…

Panchayat Municipal Elections: ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ଓଡ଼ିଶା ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଓଡ଼ିଶା ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ ଅନୁଷ୍ଠିତ। ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି ନେଇ ସମସ୍ତ ଜିଲ୍ଲାପାଳଙ୍କ ସହ ଭିସିରେ ନିର୍ବାଚନ ଆୟୋଗଙ୍କ ସହ ଆଲୋଚନା ପାଇଁ ବୈଠକ ହୋଇଛି। ପ୍ରସ୍ତାବିତ ଘରକୁ ଘର ସର୍ବେକ୍ଷଣ, ନୂତନ ବୁଥ୍…

Implement Revised English Spelling: ସଂଶୋଧିତ ଇଂରାଜୀ ବନାନ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା (R&DM) ବିଭାଗ ସମସ୍ତ ଜିଲ୍ଲା କଲେକ୍ଟରମାନଙ୍କୁ ସମସ୍ତ ସରକାରୀ ଯୋଗାଯୋଗ ଏବଂ ସରକାରୀ ରେକର୍ଡରେ ରାଜ୍ୟର ଜିଲ୍ଲା, ଉପ-ବିଭାଗ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନାମର ସଂଶୋଧିତ ଇଂରାଜୀ ବନାନକୁ ତୁରନ୍ତ ଗ୍ରହଣ…