Tag: Odisha

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି। ଆଜି ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି।…

ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶାନାମା । ନିର୍ଦ୍ଦେଶ ଅନୁସାରେ ଜୁନ୍ ୩୦ ଯାଏଁ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ । ସରକାରୀ ଛୁଟି ଦିନରେ ବି ଉପସ୍ଥିତ ରହିବେ ଅଧିକାରୀ । ସରକାରୀ…

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ

ଓଡ଼ିଶାରେ ଭାଜପାର ପ୍ରଥମ ଓ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଆଜି ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ…

ସଜେଇ ହୋଇଛି ଜନତା ମଇଦାନ

ଭୁବନେଶ୍ବର(ନିର୍ଭୟ ମିଡିଆ): ବହୁ ବର୍ଷର ସେହି ପ୍ରତୀକ୍ଷିତ ମୂହୁର୍ତ୍ତ ଉପନୀତ ହୋଇଛି । ଆସନ୍ତା କାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଥିଲା ବେଳେ ଶପଥ ସମାରୋହ ପାଇଁ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ପୂର୍ବରୁ ଜାରିହେଲା ଟ୍ରାଫିକ୍‌ ଗାଇଡ୍‌ଲାଇନ୍‌

ଜୁନ୍‌ ୧୨ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏହି ଦିନ ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…

ପୁରୀ ବଡ଼ଦାଣ୍ଡରୁ ହଟିଲା ଏସି ବ୍ୟାରିକେଡ୍

ଆଜି ବଡ଼ଦାଣ୍ଡରୁ ହଟାଯାଉଛି ଏସି ଟନେଲ୍‌ ସେଡ । ଆଗାମୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ଥିବା ବ୍ୟାରିକେଡ୍‌ ଖୋଲା କାର୍ଯ୍ୟ ଜାରିରହିଛି। । ଏଥିରେ ଲାଗିଥିବା ଏୟାରକଣ୍ଡିସନ୍‌ ମେସିନକୁ ଖୋଲାଯାଇଛି। ବ୍ୟାରିକେଡ କଢା ଯାଉଛି। ଆଗାମୀ ୧୫ ତାରିଖ ଭିତରେ…

ବହୁତ ଜଲଦି ଖୋଲିବାକୁ ଯାଉଛି ଶ୍ରୀମନ୍ଦିରର ୪ ଦ୍ୱାର

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ । ୪ ଦ୍ବାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ତାହା ନେଇ ହେଉଛି…

ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ହେବ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ

ରାଜ୍ୟର ୨୫ବର୍ଷର କଳା ଶାସନର ଅନ୍ତ ଘଟାଇ ପ୍ରଥମ କରି ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଓଡ଼ିଶାରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାରୀ,…

୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…