Tag: Odisha

ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବଳୟ

ଭୁବନେଶ୍ୱର ୟୁନିଟ୍‌ ୬ରେ ଥିବା ଭିକେ ପାଣ୍ଡିଆନଙ୍କ କ୍ୱାର୍ଟର ଆଗରେ କରାଯାଇଥିବା ବ୍ୟାରିକେଡ୍‌କୁ ହଟାଇ ଦିଆଯାଇଛି। ଗତକାଲି ବିଜେଡିର ଶୋଚନୀୟ ପରାଜୟ ପାଇଁ ଗତକାଲି ବିଜେଡି କର୍ମୀଙ୍କୁ ଭୁଲ୍ ମାଗି ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ୍‌ । ଆଗରୁ ରାଜ୍ୟରେ…

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…

ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ

ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…

ମୋଦି ୩.୦: ଓଡ଼ିଶାରୁ ସ୍ଥାନ ପାଇଲେ ୩ ମନ୍ତ୍ରୀ

ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

ବିଜେପିରେ ସାମିଲ ହେବେ ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ

ବିଜେପିରେ ସାମିଲ ହେବେ ଆଉ ଜଣେ ସ୍ୱାଧିନ ବିଧାୟକ । ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ ବିଜୟ କୁମାର ଦଳବେହେରା ବିଜେପିରେ ସାମିଲ ହେବାକୁ ଯାଉଛନ୍ତି । ସେ ଆଗରୁ ବିଜେପିରେ ଥିଲେ କିନ୍ତୁ ଟିକେଟ ନ ମିଳିବାରୁ ସ୍ବାଧୀନରେ ନିର୍ବାଚନ…

କୋଇଲା ଟ୍ରେନ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଜିଲ୍ଲା ସୋର ଷ୍ଟେଶନରେ ଆଜି ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିଥିଲେ । ଏହାପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ…

ବିଜେଡି ଛାଡ଼ି ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ଯାଇ ସାମିଲ ହେବେ ପାଟ୍ଟଶାଣୀ । ଦୀର୍ଘ ବର୍ଷ ଧରି ବିଜେଡିରେ ଥିଲେ…

ବାଧ୍ୟ କରି ବ୍ରହ୍ମଗିରିରେ ନିର୍ବାଚନ ଲଢ଼ିବାକୁ ପଠାଯାଇଥିଲା: ଉମା ସାମନ୍ତରାୟ

ବିଜେଡି ନେତା ଉମା ସାମନ୍ତରାୟ ଖୋଲିଲେ ବିଜେଡି ଅସନ୍ତୋଷ ପେଡ଼ି । ସେ କହିଛନ୍ତି , ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିଲା । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିବା ବେଳେ…

ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଛି । ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି । କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ…