ତାଜା ଖବର ରାଜନୀତି ରାଜ୍ୟ ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାର ବିଧାନସଭା ଓ ଲୋକସଭାରେ ଆସନରେ ବିଜେପି ଆଗୁଆ June 4, 2024 Papirani ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ବିଜେପି ଆଗୁଆ ଥିବା ବେଳେ ବିଜେଡି ପଛରେ ରହିଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ଲୋକସଭା ଆସନର…
ତାଜା ଖବର ରାଜନୀତି ରାଜ୍ୟ ଆରମ୍ଭ ହେଲା ଭୋଟ୍ ଗଣତି June 4, 2024 Papirani ଚଳତବର୍ଷ ନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍ ଗଣନା ହେବ। ତେବେ ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ୧ ଲକ୍ଷ ୪୬…
ରାଜ୍ୟ କାଲିମେଳା ଡ଼ାକ୍ତର ନିଖୋଜ ଘଟଣା, ଋଣ କରି ନିଜକୁ ନିଜେ କରିଛନ୍ତି ଅପହରଣ! June 3, 2024 Nirvay ମାଲକାନଗିରି ଜିଲ୍ଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅମ୍ଲାନ ଭୋଇ ନିଖୋଜ ଘଟଣା ଏବେ ନୂଆ ମୋଡ ନେଇଛି। ଡାକ୍ତର ରାତିରେ ହଠାତ୍ ନିଖୋଜ ହେବା ଏବଂ ତାଙ୍କ କ୍ୱାଟର ଆଗରେ ନକ୍ସଲଙ୍କ ପୋଷ୍ଟର ଲାଗିବାକୁ ନେଇ ତାଙ୍କୁ ନକ୍ସଲଙ୍କ…
ତାଜା ଖବର ରାଜନୀତି ରାଜ୍ୟ ବିନା ଅନୁମତିରେ ହୋଇପାରିବନି କୌଣସି ବିଜୟ ଶୋଭାଯାତ୍ରା June 3, 2024 Papirani ଚଳିତବର୍ଷ ସାଧାରଣ ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି । ଏହିସମୟରେ କିନ୍ତୁ ଏହାରି ଭିତରେ ପୁଲିସ ବିଭାଗ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିବ ଆଇନଶୃଙ୍ଖଳା ପରିସ୍ଥିତି । ବିଭିନ୍ନ ପର୍ଯ୍ୟାୟରେ ମତଦାନ ବେଳେ…
ରାଜ୍ୟ EVM ପାଇଁ ଗଣ୍ଡଗୋଳ ଘଟଣାରେ ୨୦ ଗିରଫ June 3, 2024 Nirvay ରସୁଲପୁର ଓ ଧର୍ମଶାଳା ବ୍ଲକରେ EVMକୁ ନେଇ ହୋଇଥିବା ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଘଟଣାରେ ରସୁଲପୁରର ୬ ଓ ଧର୍ମଶାଳା ବ୍ଲକର ୧୪ ଜଣଙ୍କୁ ଗିରଫ କରିଛି ପୋଲିସ।ମାମଲାରେ ଶତାଧିକଙ୍କ ନାଁରେ ମାମଲା ରୁଜୁ ହୋଇଛି ଥିବା SDPO ସୂଚନା ଦେଇଛନ୍ତି।…
ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ June 3, 2024 Papirani ଚଳିତବର୍ଷ ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି ଟପ୍ପର । ବି ଫାର୍ମାରେ ସାଗରିକା ଦାସ ଟପ୍ପର । ଏମସିଏରେ…
ରାଜ୍ୟ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ June 3, 2024 Nirvay ରାଜ୍ୟରେ ବଢୁଥିବା ଅଂଶୁଘାତଜନିତ ମୃତ୍ୟୁକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ପ୍ରତିକ୍ରିୟା। ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି କହିଲେ।କାଲି ସୁଦ୍ଧା ୨୬ ଜଣଙ୍କ ଅଂଶୁଘାତରେ ମୃତ୍ୟୁ ସ୍ପଷ୍ଟ ହୋଇଛି।ସେଥିରୁ ୨୦ ମାମଲା କେବଳ ରାଉରକେଲା…
ତାଜା ଖବର ରାଜନୀତି ରାଜ୍ୟ ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍ଚାର୍ଜ ହେଲେ ଆଉ ଦୁଇ ଆହତ June 3, 2024 Papirani ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…
ରାଜନୀତି ରାଜ୍ୟ ଚତୃର୍ଥ ପର୍ଯାୟରେ ରାଜ୍ୟରେ ମୋଟ ମତଦାନ ହାର ୭୪.୪୧% June 3, 2024 Nirvay ଓଡିଶା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ । ଚତୃର୍ଥ…
ତାଜା ଖବର ରାଜନୀତି ରାଜ୍ୟ ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ June 3, 2024 Papirani ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…