Tag: Odisha

New Year 2026: ନୂଆବର୍ଷରେ କଡ଼ା ସୁରକ୍ଷା ବଳୟରେ ରହିବ ପୁରୀ; ୪ ତାରିଖ ପର୍ଯ୍ୟନ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଆଜି, ୩୦ ଡିସେମ୍ବର ଠାରୁ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି । ୨୦୨୬ ନୂଆବର୍ଷରେ ପୁରୀରେ ପର୍ଯ୍ୟଟକ ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି, ସମସ୍ତ ସରକାରୀ ଅଧିକାରୀଙ୍କୁ ମୁଖ୍ୟ…

14th Edition Of The Nijukti Mela: ୧୪ତମ ନିଯୁକ୍ତି ମେଳା; ୧୧ଟି ବିଭାଗରେ ନିଯୁକ୍ତି ପାଇଲେ ୧୫୪୩ ଜଣ

ଆଜି ୧୪ତମ ନିଯୁକ୍ତିମେଳା କାର୍ଯ୍ୟକ୍ରମ ଅବସରରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମର ଏକ ବିକଶିତ ରାଷ୍ଟ୍ର ଓ ବିକଶିତ ରାଜ୍ୟ ଗଠନର ସଂକଳ୍ପକୁ ସାକାର କରିବାରେ ଏହି…

New Year 2026: ନୂଆବର୍ଷର ପ୍ରଥମ ଦିନରେ ଖୋଲା ରହିବ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ

ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜାନୁଆରୀ ୧ ତାରିଖ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ଏବଂ…

Freedom Fighter Chakra Bisoi: ମହାନ ବିପ୍ଲବୀ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଇଂରେଜ ଶାସନର ଅନ୍ୟାୟ, ଅତ୍ୟାଚାର ଓ ଦମନମୂଳକ ନୀତି ବିରୋଧରେ ଘୁମୁସର ଅଞ୍ଚଳର ପାହାଡ଼, ଜଙ୍ଗଲ ଓ ଗାଁରୁ ଯେଉଁ ବିଦ୍ରୋହର ଶଙ୍ଖନାଦ ଉଠିଥିଲା, ସେହି ସଂଗ୍ରାମର ମୁଖ୍ୟ ନାୟକ ଥିଲେ ଘୁମୁସରର ମହାନ ବିପ୍ଲବୀ ବୀର ଚକରା ବିଷୋୟୀ ।…

CM Mohan Majhi Warns Newly Appointed Officers: ନିଯୁକ୍ତି ମେଳାରେ ସରକାରୀ ଅଧିକାରୀମାନେ କରୁଥିବା ଦୁର୍ନୀତିକୁ ନେଇ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ଆଜିର ନିଯୁକ୍ତି ମେଳା ହେଉଛି ୧୪ତମ ନିଯୁକ୍ତି ମେଳା ଏବଂ ପଞ୍ଚମ ବୃହତମ ନିଯୁକ୍ତି ମେଳା। ନିଯୁକ୍ତି ମେଳା-ନୂତନ ଭାବରେ ଚୟନୀତ ବିଭିନ୍ନ ବିଭାଗର ୧୫୪୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି…

Vigilance Raid: ହାଟଡ଼ିହିର ବାଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ

କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ବାଞ୍ଚୋ ପଞ୍ଚାୟତ ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି । କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ୬ଟି ଠିକଣାରେ ଚଢ଼ଉ କରାଯାଉଛି…

Samba Dashami: ଆଜି ପବିତ୍ର ଶାମ୍ବ ଦଶମୀ; କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

ଆଜି ହେଉଛି ପବିତ୍ର ଶାମ୍ବ ଦଶମୀ । ଆଜିର ଦିନରେ ସୂର୍ଯ୍ୟ ଭଗବାନଙ୍କ ପୂଜା କରାଯାଏ । ପରିବାର ଓ ସନ୍ତାନ ସନ୍ତତିଙ୍କ ମଙ୍ଗଳ କାମନା କରି ସୂର୍ଯ୍ୟଙ୍କ ପୂଜା କରିଥାନ୍ତି । ବିଶ୍ୱାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା…

Congress Protest Outside TPCODL Office: ଭୁବନେଶ୍ବର TPCODL କାର୍ଯ୍ୟାଳୟକୁ ଘେରିଲା କଂଗ୍ରେସ

ଭୁବନେଶ୍ୱରରେ ଟାଟା ପାୱାର ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାଙ୍କ ବିକ୍ଷୋଭ । ସ୍ମାର୍ଟ ମିଟର, ସିକ୍ୟୁରିଟି ଅର୍ଥ ପ୍ରତ୍ୟାହାର ଦାବି ନେଇ TPCODL…

CM To Attend Dhanu Yatra in Bargarh: କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

କାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ କାଲି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ…

BJD And Congress: ସରକାରଙ୍କୁ କେମିତି ଘେରିବେ ଦୁଇ ବିରୋଧୀ ?

ମୁଖ୍ୟ ବିରୋଧୀ ଦଳ ବିଜଦକୁ ନୂଆପଡ଼ାରେ ତୃତୀୟ ସ୍ଥାନକୁ ଠେଲିଦେଇ କଂଗ୍ରେସ ଏକ ବିରାଟ ସଫଳତା ପାଇଥିଲା ବୋଲି ଦଳୀୟ ନେତୃତ୍ୱ ପ୍ରଚାର କଲେ । କିନ୍ତୁ ବିଜଦକୁ ପଛରେ ପକାଇ କଂଗ୍ରେସ ଦ୍ବିତୀୟ ସ୍ଥାନ ଦଖଲ କରିପାରିବ କି ?…