Tag: Odisha

Nandighosa Ratha: ଅପେକ୍ଷାର ଘଟିଲା ଅନ୍ତ; ଗଡ଼ିଲା ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ଲକ୍ଷ ଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗଡ଼ିଲା ନନ୍ଦିଘୋଷ । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ…

Ratha Jatra: ଆରମ୍ଭ ହେଲା ରଥଟଣା, ପ୍ରଥମେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ 

ବଡ଼ଦାଣ୍ଡରେ ଗଡ଼ିଲା ରଥ । ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିଛି । ରଥ ଉପରେ ସମସ୍ତ ନୀତିକାନ୍ତି ଶେଷ ହେବାପରେ ରଥଟଣା ନୀତି ଆରମ୍ଭ ହୋଇଛି । ଘଣ୍ଟା, ଘଣ୍ଟ, ମୃଦଙ୍ଗ, ହୁଳହୁଳି ଓ ହରିବୋଲରେ ପ୍ରକମ୍ପିତ ହେଉଛି…

Ratha Jatra 2026: ରଥ ଉପରେ ଗଜପତି ମହାରାଜାଙ୍କ ‘ଛେରାପହଁରା’ ନୀତି ସମ୍ପନ୍ନ

ଶ୍ରଦ୍ଧା ଓ ଭକ୍ତିର ମହାପର୍ବ ରଥଯାତ୍ରାରେ ଆଜି ସର୍ବପ୍ରମୁଖ ନୀତି ‘ଛେରାପହଁରା’ ସମ୍ପନ୍ନ ହୋଇଛି । ମହାପ୍ରଭୁଙ୍କ ଆଦ୍ୟ ସେବକ ତଥା ଗଜପତି ମହାରାଜା ଦିବ୍ୟସିଂହ ଦେବ ରାଜ ନଅରୁ ଆସି ଏହି ପବିତ୍ର ନୀତି ଆରମ୍ଭ କରିଥିଲେ । ପ୍ରଥମେ…

Ratha Jatra: ପବିତ୍ର ରଥଯାତ୍ରା; ସିଂହଦ୍ୱାର ଠାରେ ଟଙ୍କ ତୋରାଣି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଜନସମୁଦ୍ର ପାଲଟିଛି ବଡଦାଣ୍ଡ । ରଥାରୂଢ ମହାବାହୁକୁ ଦେଖିବା ପାଇଁ ଆତୁର ନୟନରେ ଚାହିଁ ରହିଛନ୍ତି ଲକ୍ଷ ଲକ୍ଷ ଭକ୍ତ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Puri Ratha Jatra: ପବିତ୍ର ରଥଯାତ୍ରା; ବଡ଼ଠାକୁରଙ୍କ ପହଣ୍ଡି ବିଜେ

ଆରମ୍ଭ ହେଲା ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି । ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ପରେ ଝୁଲି ଝୁଲି ଆସୁଛନ୍ତି ବଡଠାକରୁ । ତାଳଧ୍ବଜ ରଥରେ ହେବେ ବିରାଜମାନ

Ratha Jatra: ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା; ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ ବରିଷ୍ଠ ନେତାଗଣ

ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା ପାଇଁ ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ। ବର୍ଷକରେ ଥରେ ରତ୍ନସିଂହାସନ ଛାଡ଼ି ନିଜ ଭକ୍ତଙ୍କ ଗହଣକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ଏହି ପବିତ୍ର ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ…