Tag: Odisha

BJP Government: ତିନି ବେପାର ମାଲେମାଲ୍

ଓଡ଼ିଶାରେ କିଛି ବେପାର ଭଲ ଚାଲିଚି । ଯମିତି ଫାଷ୍ଟଫୁଡା ଟେକ୍ସଷ୍ଟାଇଲ ପାର୍କ ହେଇନପାରୁ ପଛେ ରାଜଧାନୀରେ ଅନେକ ଗୁଡିଏ ଖାଉଗଳି ଗଢ଼ିଉଠି ସାରିଚି । ସଞ୍ଜ ବେଳେ ଗଳି ଦେଇ ଗାଡ଼ି ନେଇଯିବା ଦହଗଞ୍ଜର କାମ। ୧୦ଟା ବେଳକୁ ପ୍ରାୟ…

Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍

ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…

Bargarh Dhanu Jatra: ଆଜିଠୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଆଜିଠାରୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ୧୧ ଦିନ ଧରି ଚାଲିବ ମହାରାଜ କଂସଙ୍କ ରାଜୁତି । ଏଥିପାଇଁ ଚଳଚଞ୍ଚଳ ହୋଇଛି ବରଗଡ଼ ସହର । ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲ୍ଲୀ ସାଜିଛି ଗୋପପୁର । ରାଜକୀୟ ଶୋଭାଯାତ୍ରାରେ…

Odisha Politics: ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି

ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟର ଚାଷୀମାନଙ୍କୁ ଧାନ ସଂଗ୍ରହ ବାବଦରେ ମିଛ ତଥ୍ୟ ଦେଇ ଭୂଆଁ ବୁଲାଉଛନ୍ତି ।…

Kotia Dispute: କୋଟିଆକୁ ପ୍ରବେଶ କଲେ ବନ୍ଧା ହେବେ ଆନ୍ଧ୍ର ଅଧିକାରୀ: ସୁରେଶ ପୂଜାରୀ

କୋଟିଆକୁ ପ୍ରବେଶ କଲେ ବନ୍ଧା ହେବେ ଆନ୍ଧ୍ର ଅଧିକାରୀ । ଏ ନେଇ ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।କୋଟିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ରାଜସ୍ୱ ମନ୍ତ୍ରୀ କହିଛନ୍ତି ଆନ୍ଧ୍ରର ଲୋକ କୋଟିଆକୁ ବୁଲିବାକୁ ଆସି ପାରିବେ ।କିନ୍ତୁ…

Chandbali Minor Rape Murder: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା; ୫ ଜଣଙ୍କୁ ଅଟକ

ଭଦ୍ରକ ଜିଲ୍ଲାର ଚାନ୍ଦାବାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ସିସିଟିଭି ଫୁଟେଜ୍ ଆଧାରରେ ୫ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା । ଏହା ସହ ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ…

Tribes Advisory Council: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ…

Bhakta Das: ମୁଁ ଦଳିତ କିନ୍ତୁ ସଦା ଆଦିବାସୀଙ୍କ ପାଇଁ ଲଢ଼ିଛି ଓ ଲଢ଼ୁଛି: ଭକ୍ତ ଦାସ

ମାଲକାନଗିରି ଜିଲ୍ଲାର ରାକାଲଗୁଡାକୁ କଂଗ୍ରେସ ଦଳର ବିଶିଷ୍ଟ ନେତୃବୃନ୍ଦଙ୍କ ସହିତ ପିସିସି ସଭାପତି ଭକ୍ତ ଚରଣ ଦାସ ପରିଦର୍ଶନ କରିବା ସହ ସାଧାରଣ ସଭାରେ ଉଦବୋଧନ ଦେଇଥିଲେ ତଥା ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ । ରାକାଲଗୁଡା ସଭାରେ ସଭାପତି ଦାସ…

Medical Colleges & Hospitals In Odisha: ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା…

National Farmers Day: ଧାନକିଣା ପ୍ରସଙ୍ଗରେ ବିଜେପି ଉପରେ ବର୍ଷିଲା ବିଜେଡି

ଧାନ କିଣାକୁ ନେଇ ରାଜ୍ୟର ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ କରି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ପ୍ରମିଳା…