Tag: Odisha

Odia Film ‘Meher Munda’ Tax-Free: ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ…

Bhubaneswar Rape Case: ଭୁବନେଶ୍ୱରରେ ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ। ଚାକିରି ଦେବାକୁ କହି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଖଣ୍ଡଗିରି ଥାନା ଅଞ୍ଚଳରେ ଏକ ପାର୍ଲର ଭିତରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ସାମ୍ନାକୁ ଆସିଛି। ପୀଡ଼ିତା ଜଣଙ୍କ ବାଲେଶ୍ୱର ଅଞ୍ଚଳର ବୋଲି ଜଣାପଡ଼ିଛି । ଅଭିଯୋଗ ପରେ…

Odisha OPSC Reshuffles: ଓଏଏସ ସତ୍ୟବ୍ରତ ରାୟଙ୍କୁ ମିଳିଲା ଓପିଏସସି ସଚିବ ଦାୟିତ୍ବ

ଓପିଏସସି ପଦବୀରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । କଟକ ସ୍ଥିତ ଓଡ଼ିଶା ଲୋକସେବା ଆୟୋଗ (OPSC)ରେ ଦୁଇ ଜଣ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀଙ୍କୁ ନୂତନ ପଦବୀରେ ସ୍ଥାନାନ୍ତର ବରିଷ୍ଠ OAS ଅଧିକାରୀ ସତ୍ୟବ୍ରତ ରାୟ ଓପିଏସସି…

Maoist Explosives Recovered in Malkangiri: ମାଲକାନଗିରିରେ ମାଟି ତଳୁ ମିଳିଲା ମାଓ ବିସ୍ଫୋରକ ଜବତ

ମାଲକାନଗିରିରେ ମାଟି ତଳୁ ଜବତ ହେଲା ମାଓ ବିସ୍ଫୋରକ । ମାଥିଲି ଥାନା କେରିମେଟି ଜଙ୍ଗଲରୁ ମିଳିଲା ୩ ବନ୍ଧୁକ, ଗ୍ରାନାଇଟ୍, ଲ୍ୟାଣ୍ଡମାଇନ ସହ ୩୨ ପ୍ରକାର ମାଓ ସାମଗ୍ରୀ ।ବିଏସଏଫ ଓ ଡିଭିଏଫ୍ ଯବାନଙ୍କ ମିଳିତ ଅପରେସନ ବେଳେ ଏହି…

Rajya Sabha Bye Election: ରାଜ୍ୟସଭା ଉପନିର୍ବାଚନ; ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍

ରାଜ୍ୟସଭା ଉପନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍। ଆସନ୍ତା ୧୮ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବାକୁ ଥିବା ବେଳେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ମୋଟ ୪ ସେଟ୍ ପ୍ରାର୍ଥୀପତ୍ର ଦାଖଲ କରିଥିଲେ…

3 Engineers Suspended in Bargarh: ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଓଡ଼ିଶା ସରକାର ଜଳସମ୍ପଦ ବିଭାଗର ତିନି ଜଣ ଯନ୍ତ୍ରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ସେମାନେ ହେଲେ ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ୍‌ ଆସିଷ୍ଟାଣ୍ଟ…

Girls Rescued from Baramunda Bus Stand: ରାଜ୍ୟ ବାହାରକୁ ଚାଲାଣ ବେଳେ ବରମୁଣ୍ଡା ବସଷ୍ଟାଣ୍ଡରୁ ଜଣେ ନାବାଳିକାଙ୍କ ସମେତ ୩ ଯୁବତୀ ଉଦ୍ଧାର

ବିଳମ୍ବିତ ରାତିରେ ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ଜଣେ ନାବାଳିକା ଝିଅ ସମେତ ତିନି ଜଣ ଯୁବତୀଙ୍କୁ ରାଜ୍ୟ ବାହାରକୁ ଚାଲାଣ ବେଳେ ବରମୁଣ୍ଡା ବସଷ୍ଟାଣ୍ଡରୁ ଉଦ୍ଧାର କଲା ପୋଲିସ । ଏହି ଘଟଣାରେ ଗୋଟିଏ ଆଶ୍ରମର କିଛି ଏନଜିଓ କର୍ମଚାରୀ ଏହି…

Pay Hike for Anganwadi Staff: ଅଙ୍ଗନୱାଡି ଦିଦିଙ୍କ ମାନଦେୟ ବୃଦ୍ଧି ପାଇଁ ସାଂସଦ ଡ଼ଃ ସସ୍ମିତ ପାତ୍ରଙ୍କ ଦାବି, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି

ଓଡ଼ିଶାରୁ ରାଜ୍ୟସଭା ସାଂସଦ ଡ଼ଃ ସସ୍ମିତ ପାତ୍ର କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ଚିଠି ଲେଖି ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ମାନଦେୟ ଓ ପ୍ରୋତ୍ସାହନ ରାଶିର ତୁରନ୍ତ ସମୀକ୍ଷା ଓ ବୃଦ୍ଧି ପାଇଁ…