Tag: Odisha

ଛତୁଆ ନୁହେଁ, ଅଟା ଓ ବେସନ ମିକ୍ସ ଖାଇ ୨ ଶିଶୁକନ୍ୟା ମୃତ୍ୟୁ ବରଣ କରିଥିବା କହିଲେ ଗଜପତି ଜିଲ୍ଲାପାଳ

ଅଙ୍ଗନବାଡି ଛତୁଆ ଖାଇ ଗଜପତିରେ ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟଣା ନେଇ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ଗଜପତି ଆର୍.ଉଦୟଗିରି ବ୍ଲକ ରାମଗିରି ଗାଁରେ ଗତକାଲି ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ…

ବଢ଼ିବନି ବିଦ୍ୟୁତ ଦର; ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି

ରାଜ୍ୟରେ ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ଦର ଅପରିବର୍ତ୍ତିତ ରହିଥିବା ପ୍ରେସମିଟ୍‌ରେ ଓଇଆରସି ପକ୍ଷରୁ ଘୋଷଣା କରାଯାଇଛି । ଆଜି ବିଦ୍ୟୁତ ଦର ନେଇ ଓଇଆରସି ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା…

ନୀଳମାଧବଙ୍କ ପୀଠରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୟାଗଡରେ ମହାମହିମ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ କଣ୍ଟିଲୋର ପ୍ରସିଦ୍ଧ ନୀଳମାଧବଙ୍କ ପୀଠକୁ ଯାଇଥିଲେ। ପାଖାପାଖି ୩୦ ମିନିଟ୍…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚିଟ୍ ଫଣ୍ଡ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟଙ୍କା ଫେରସ୍ତ ପ୍ରକ୍ରିୟା ସରଳୀକରଣ କରିବାକୁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରାଯାଉଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ…

୫ ବର୍ଷରେ ଚାକିରିରୁ ବିଦା ହୋଇଛନ୍ତି ୧୫୯ ଜଣ ସରକାରୀ ଅଧିକାରୀ 

୫ ବର୍ଷରେ ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରି ହରାଇଛନ୍ତି ୧୫୯ ଜଣ ସରକାରୀ ଅଧିକାରୀ। ଏ ନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଦୁର୍ନୀତି ଓ ଆୟ ବହିର୍ଭୂତ…

ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍: ମୁକେଶ ମହାଲିଙ୍ଗ

ଦିନକୁ ଦିନ ଇଣ୍ଟରନେଟ୍ ଉପରେ ନିର୍ଭରଶୀଳ ହେଉଛି ସର ବିଶ୍ଵ। ଏଭଳି ସମୟରେ ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା । ବିଧାନସଭାରେ ଉଠିଲା ଗ୍ରାମରେ ଇଣ୍ଟରନେଟ୍ ପ୍ରସଙ୍ଗ । ଦୁଇ ଦିନର ବିରତି ପରେ ଆଜି ଆରମ୍ଭ ହୋଇଛି…

ଆଜି ନୂଆ ବିଦ୍ୟୁତ୍ ଟାରିଫ୍ ଘୋଷଣା

ଆଜି ଆସିବ ନୂଆ ବିଦ୍ୟୁତ ଟାରିଫ । ୨୦୨୫-୨୬ ଆର୍ଥିକବର୍ଷ ପାଇଁ ଟାରିଫ ଜାରି କରିବ ଓଇଆରସି । ବିଦ୍ୟୁତ କମ୍ପାନୀମାନଙ୍କ ସହ ଆଲୋଚନା ପରେ ଆସିବ ନୂଆ ଟାରିଫ । ଆଜି ଅପରାହ୍ଣ ୪ଟାରେ ଘୋଷଣା କରିବ ଓଇଆରସି ।…

ଅଙ୍ଗନବାଡ଼ି ଛତୁଆ ଖାଇ ୨ ଶିଶୁକନ୍ୟାଙ୍କ ମୃତ୍ୟୁ; ୨ ଗୁରୁତର

ଅଙ୍ଗନବାଡ଼ି ନାଁରେ ଆସିଲା ସାଂଘାତିକ ଅଭିଯୋଗ। ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି । ଅଙ୍ଗନବାଡ଼ି ଛତୁଆ ଖାଇ ୨ ନାବାଳିକା ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ନେଇ ଅଭିଯୋଗ ହୋଇଛି।…

କାଳବୈଶାଖୀର କ୍ଷୟକ୍ଷତି ସମୀକ୍ଷା ବେଳେ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ କଲେ ଗ୍ରାମବାସୀ 

ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏଥିପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି କାଳବୈଶାଖୀର ସମୀକ୍ଷା କରିଛନ୍ତି । ଏହାରି ମଧ୍ୟରେ କ୍ଷୟକ୍ଷତି ଆକଳନ ପାଇଁ…

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।…