Tag: Odisha

Hikes Stipend For PG Students ରାଜ୍ୟର ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ…

Mohammed Moquim Expelled From Congress: ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି । ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି । ଦଳ ବିରୋଧୀ…

Dharmashala Violence: ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଯାଜପୁର ଧର୍ମଶାଳାରେ ପୁଣି ଅଶାନ୍ତି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ପୂର୍ବତନ ବିଧାୟକଙ୍କ ସାମାଜିକ ଗଣମାଧ୍ୟମ ପାଇଁ କାମ କରୁଥିବା କର୍ମୀମାନେ ପନ୍ତୁରୀ ସ୍ଥିତ ଘରେ…

KISS Student Death Case: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି କେନ୍ଦୁଝର ଟାଉନ ଥାନା ଟିକର ଘୁମୁରାର ରଘୁନାଥ ମୁଣ୍ଡାଙ୍କ ପୁଅ ଶିବ ମୁଣ୍ଡା । ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ ରହିଥିବାରୁ ତାଙ୍କ ବଡ଼ ମା’…

Cold Wave Grips Odisha: ସାରା ରାଜ୍ୟରେ ଶୀତ ଲହରୀ; ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ଭୟଙ୍କର ଶୀତ, ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା । ଶୀତ ଲହରି ଜାରି ରହିବା ଆଶଙ୍କାରେ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାରି…

Internet Restriction: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା । ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା । ଆସନ୍ତାକାଲି ମଧ୍ୟରାତ୍ର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି…

CRPF Jawan Shoots Self: ନୂଆପଡ଼ାରେ ସର୍ଭିସ ବନ୍ଧୁକରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ । ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ନୂଆପଡା ଜିଲ୍ଲାରେ । ସୁନାବେଡ଼ା ଅଭୟାରଣ୍ୟ ଢେକୁନ୍‌ପାନି CRPF କ୍ୟାମ୍ପରେ ସିଆର୍‌ପିଏଫ୍‌ ଯବାନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଡ୍ୟୁଟିରେ…

Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…

Watermanship & Life Guard Institute: ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା…

Malkangiri Violence: ମାଲକାନଗିରି ହିଂସାରେ କ୍ଷତି ହୋଇଛି ୩କୋଟି ୪୦ ଲକ୍ଷ ଟଙ୍କା

ମାଲକାନଗିରି ହିଂସାରେ ୩ କୋଟି ୪୦ ଲକ୍ଷର କ୍ଷୟକ୍ଷତି ଆକଳନ କରାଯାଇଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ । ସେ କହିଛନ୍ତି ଏହି ଘଟଣାରେ ୩ କୋଟି ୪୦ ଲକ୍ଷର କ୍ଷୟକ୍ଷତି ଆକଳନରେ ଘରକୁ…