Tag: Odisha

ସମବାୟ ସମିତି ଗୁଡିକ ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ; ନହେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ ସପ୍ତାହ ପାଳନ…

ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ ତରଫ ରୁ ମାଟ୍ରିକ ପରୀକ୍ଷା ୨୦୨୫ ର ଘୋଷଣା

ଓଡ଼ିଶା ମାଧ୍ଯମିକ ଶିକ୍ଷା ବୋର୍ଡ (ବିଏସଇ) ଓଡ଼ିଶା ମ୍ୟାଟ୍ରିକ ପରୀକ୍ଷା ୨୦୨୫ ର ତାରିଖ ଘୋଷଣା କରିଛି। କର୍ତ୍ତୃପକ୍ଷ ବାର୍ଷିକ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ସମୟ ସାରଣୀ ଜାରି କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ , ବାର୍ଷିକ ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧…

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତା : ବର୍ଷିଲା ମଧୁ ସ୍ମୃତି ପରିଷଦ

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ବିକାଶ ଯୋଜନା ରେ ଅନିୟମିତତାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ କରିଛି ମଧୁ ସ୍ମୃତି ପରିଷଦ । ଓଡିଆ ଅସ୍ମିତାର କଥା କହି ସରକାରକୁ ଆସିଲା ବିଜେପି ତେବେ ସ୍ବାଭିମାନୀ ପୁରୁଷଙ୍କୁ ଅବହେଳା କରୁଛନ୍ତି…

ଚଳତବର୍ଷ କଟକ ବାଲିଯାତ୍ରାକୁ ଆସିବେ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ

ଆସନ୍ତା କାଲିଠାରୁ ୨୨ ତାରିଖ ଯାଏଁ ଚାଲିବ ଐତିହାସିକ ବାଲିଯାତ୍ରା ମେଳା। ବାଲିଯାତ୍ରା ପ୍ରସ୍ତୁତି ଓ ବ୍ୟବସ୍ତା ନେଇ କଟକ ଜିଲ୍ଲାପାଳଙ୍କ ପ୍ରେସମିଟ । ଆସନ୍ତାକାଲି ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି…

ଗୋମାତା ଯୋଜନା ପାଇଁ ୩୪୨.୬୫କୋଟି କ୍ୟାବିନେଟ ମଞ୍ଜୁରୀ

ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’…

୨ ବର୍ଷ ମଧ୍ୟରେ କୁପୋଷଣମୁକ୍ତ ହେବ ଓଡିଶା : ପ୍ରଭାତୀ ପରିଡା

ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା ପରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି | ରାଜ୍ୟରେ ଅନାହାର ମୃତ୍ୟୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି | ୨ ବର୍ଷରେ ରାଜ୍ୟକୁ କୁପୋଷଣମୁକ୍ତ ଘୋଷଣା କରାଯିବ ବୋଲିଦୃଢୋକ୍ତି…

ବିଧାୟକ କ୍ୱାର୍ଟର ନିର୍ମାଣ କାର୍ଯ୍ୟ ବିଳମ୍ବ କୁ ନେଇ ଅସନ୍ତୋଷ ପ୍ରକାଶ କଲେ ବାଚସ୍ପତି

ବିଧାୟକମାନଙ୍କ ପାଇଁ ନିର୍ମାଣ ଚାଲିଥିବା ବହୁତଳ ପ୍ରସାଦ କାର୍ଯ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇ ନାହିଁ | ଏ ନେଇ ନେଇ ବାଚସ୍ପତି ସୁରମା ପାଢ଼ୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି |କ୍ୱାର୍ଟର କାର୍ଯ୍ୟ ର ସ୍ଥିତି ଜାଣିବା ପାଇଁ ୨ ଥର…

ଡେପୁଟେସନ ରୁ ଓଡିଶା ଫେରିବେ IAS ସଂଜୀବ ମିଶ୍ର

ଆଇଏଏସ୍ ଅଧିକାରୀ ସଞ୍ଜୀବ କୁମାର ମିଶ୍ରଙ୍କୁ ଓଡ଼ିଶା କ୍ୟାଡର କୁ ଫେରାଇ ଆଣିବାକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ତାଲିମ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି ଏକ ସରକାରୀ ଆଦେଶରେ କୁହାଯାଇଛି ଯେ ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ କ୍ୟାବିନେଟ ନିଯୁକ୍ତି…

‘ମୋ ବସ’ ଆପ ସହ ଏଣିକି ‘ଚାଲୋ’ ଆପ୍‌ରେ ମଧ୍ୟ ମିଳିବ ମୋ ବସ୍‌ ଟିକେଟ

ରାଜଧାନୀ ସହରାଞ୍ଚଳ ପରିବହନ (ସି. ଆର୍. ଯ଼ୁ. ଟି.) ଓ. ଏନ୍. ଡି. ସି. ପ୍ଲାଟଫର୍ମରେ ଏବେ ଏକ ପଞ୍ଜୀକୃତ ଡିଜିଟାଲ୍ ଟିକେଟ୍ ବିକ୍ରେତା ହୋଇପାରିଛି। ନବସୃଜନ ପ୍ରତି ପ୍ରତିବଦ୍ଧତା ଏବଂ ଯାତ୍ରୀ ଯାତାୟତ ଅଭିଜ୍ଞତାକୁ ବୃଦ୍ଧି କରିବାରେ ସିଆରୟୁଟି ଏକ…

ହେଲିକପ୍ଟର ନାଁ ଶୁଣି ଚିହିଁକୁଚନ୍ତି ତପସ୍ୱୀ

ହେଲିକପ୍ଟର ନାଁ ଶୁଣିଲେ ଚିହିଁଙ୍କି ପଡ଼ୁଚରି ପାଣ୍ଡିଆନ । ପଚାରନ୍ତୁ କିଆଁ ? ଦିନ ଥିଲା ହେଲିକପ୍ଟରରେ ଉଡିବା ସଉକ ଥିଲା ପାଣ୍ଡିଆନଙ୍କର । କାହିଁକି ବା ନହବ ? ସିଏ ତ ସରକାର । ସିଏ ତ ଦଳ ।…