Tag: Odisha

ଅନିଶ୍ଚିତତାରେ ଓଡ଼ିଶା ମେଟ୍ରୋ ପ୍ରକଳ୍ପ; କେନ୍ଦ୍ରକୁ ଯାଇନି ପ୍ରସ୍ତାବ

ଓଡ଼ିଶା ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା । ଓଡ଼ିଶା ମେଟ୍ରୋ ପାଇଁ କେନ୍ଦ୍ରକୁ ଯାଇନି ପ୍ରସ୍ତାବ । ଏ ନେଇ ଆଜି ସଂସଦରେ ଲିଖିତ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ସେ କହିଛନ୍ତି କେନ୍ଦ୍ରକୁ ୧୭ଟି ପ୍ରସ୍ତାବ ଯାଇଛି ।…

୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…

ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍‌

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି । ୧…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ କରିଛନ୍ତି ପୀଡ଼ିତା । ୨୦୨୩ ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ…

ଫେକ୍‌ ଜବ୍‌ କାର୍ଡରେ ଦ୍ବିତୀୟରେ ଓଡ଼ିଶା

ଫେକ୍‌ ଜବ୍‌ କାର୍ଡରେ ପ୍ରଥମ ନମ୍ବରରେ ବିହାର ଥିବା ବେଳେ ଦ୍ବିତୀୟରେ ରହିଛି ଓଡ଼ିଶା । ସଂସଦରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କମଳେଶ ପାସୱାନ । ଲୋକସଭାରେ ଟିଏମ୍‌ସି ସାଂସଦଙ୍କ ପ୍ରଶ୍ନରେ କେନ୍ଦ୍ର ଗ୍ରାମ୍ୟ…

ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା: ଏକାଦଶାହରେ ଯୋଗ ଦେଲେ ସାଂସଦ ଓ ମନ୍ତ୍ରୀ

ମୃତ ବାଲେଶ୍ୱର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହରେ ଯୋଗ ଦେଲେ ମନ୍ତ୍ରୀ ଓ ସାଂସଦ । ଏକାଦଶାହରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସଦର ବିଧାୟକ ମାନସ ଦତ୍ତଙ୍କ ସମେତ ବହୁ ନେତା…

ନୂଆଦିଲ୍ଲୀ ଭାଜପା ସାଂସଦ ବୈଠକକୁ ନେଇ ରାଜନୀତି ସରଗରମ; ମୋହନଙ୍କ ଦପ୍ତର ବିରୋଧରେ ପ୍ରବଳ ବିଷୋଦଗାର

ଭାଜପା ସଭାପତି ମନମୋହନ ସାମଲ ଏବେ ରାଜଧାନୀ ଦିଲ୍ଲୀରେ । ମଙ୍ଗଳବାର ସକାଳେ ପହଞ୍ଚିଛନ୍ତି। କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି । ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ତାଙ୍କର ସୌଜନ୍ୟମୂଳକ ସାକ୍ଷାତ ହୋଇଛି । ପୂର୍ବକାଳୀନ ସଭାପତି ହେବା ପରେ –…

‎ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ…

ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ରାଇଘର ନର୍ସିଂ ଛାତ୍ରୀ

ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସିଙ୍ଗ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ମେଡିକାଲ୍‌ ରୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତରର କରାଯାଇଛି । ରାଇଘର ଅଞ୍ଚଳର ନର୍ସିଙ୍ଗ ଛାତ୍ରୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ…

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ: ଭକ୍ତଚରଣ ଦାସ

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି। ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ ନାରୀ ଆଉ…