ରାଜ୍ୟ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ରାଇଘର ନର୍ସିଂ ଛାତ୍ରୀ July 23, 2025 Nirvay ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସିଙ୍ଗ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ମେଡିକାଲ୍ ରୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତରର କରାଯାଇଛି । ରାଇଘର ଅଞ୍ଚଳର ନର୍ସିଙ୍ଗ ଛାତ୍ରୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ…
ତାଜା ଖବର ରାଜ୍ୟ ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ: ଭକ୍ତଚରଣ ଦାସ July 23, 2025 Papirani ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି। ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ ନାରୀ ଆଉ…
ରାଜ୍ୟ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା July 23, 2025 Nirvay ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଜବତ ହେଲା ୩ ପ୍ଲଟ ସହ ଫାର୍ମହାଉସ୍ July 23, 2025 Papirani ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ବିଏମସି ଅଫିସ୍ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି ରହିଛି। ଭୁବନେଶ୍ବର, ଖୋର୍ଦ୍ଧା ଓ…
ତାଜା ଖବର ରାଜ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ July 23, 2025 Nirvay ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…
ରାଜ୍ୟ ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ July 23, 2025 Nirvay ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…
ତାଜା ଖବର ରାଜ୍ୟ ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ July 23, 2025 Papirani ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…
ତାଜା ଖବର ରାଜ୍ୟ କଟକରେ ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ July 23, 2025 Papirani କଟକ ଜିଲ୍ଲାର ଅଧାରୁ ଅଧିକ କଲେଜରେ କର୍ମଚାରୀଙ୍କ ଦରମା ବନ୍ଦ କରିବା ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରି ନଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହି ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଏହାସହ ଆସନ୍ତା…
ରାଜ୍ୟ ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ July 23, 2025 Nirvay ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…
ରାଜନୀତି ରାଜ୍ୟ ଜେଲରୁ ମୁକୁଳିଲେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରକୁ ଅଣ୍ଡା ଫୋପାଡି ଗିରଫ ହୋଇଥିବା ଛାତ୍ର ନେତା July 22, 2025 Nirvay ଉଚ୍ଚ ଶିକ୍ଷାମନ୍ତ୍ରୀ ଙ୍କ ବାସଭବନ କୁ ଅଣ୍ଡା ମାଡ଼ କରି ଗିରଫ ହୋଇଥିବା ପୂର୍ବତନ ଛାତ୍ର କଂଗ୍ରେସ ଉପସଭାପତି ଆଦିତ୍ୟ ପ୍ରିତମ ଦାସ, ଛାତ୍ର କଂଗ୍ରେସ ଉପସଭାପତି ସୌମ୍ୟରଞ୍ଜନ ଜେନା, ସାଧାରଣ ସମ୍ପାଦକ ସୁଭଙ୍କର ସେଠୀ ଏବଂ ଛାତ୍ର ନେତା ବଳରାମ…