Tag: Odisha

Bjp Starcampaigner list: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜାରି କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ନୂଆପଡ଼ା ଆସନ ପାଇଁ ଭାରତୀୟ ଜନତା ପାର୍ଟି ରଣନୀତି ପ୍ରସ୍ତୁତ କରିସାରିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି। ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ…

Nuapada By-Poll: ଆତ୍ମହତ୍ୟାର ପନ୍ଥା କାହିଁକି ବାଛିଲା ବିଜଦ?

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ରାଜ୍ୟର କୌଣସି ଉପନିର୍ବାଚନ ଇତିହାସରେ ପୂର୍ବରୁ ଏପରି ମନୋନୟନ ଦେଖିବାକୁ ମିଳିନାହିଁ । ଉପନିର୍ବାଚନରେ…

Diwali 2025: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ବାସଭବନରେ…

Nuapada By-Poll: ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ମୌଳିକ ସମସ୍ୟାର ସମାଧାନ ସହ ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୂଆପଡ଼ାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗ ଦେଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସାମଲ କହିଛନ୍ତି ଯେ, ଆଗାମୀ ଦିନରେ…

Snehangini Chhuria Bjd candidate: ନୂଆପଡ଼ା ଉପନିର୍ବାଚନ; ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ…

Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ

ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…

Former Bonai MLA Passes Away: ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧,…

ଦୁର୍ଗାପୁର ଗଣଧର୍ଷଣ ମାମଲାରେ ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କଲା ଦୁର୍ଗାପୁର ପୋଲିସ । ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲାରେ ମଙ୍ଗଳବାର ଦିନ ପୀଡ଼ିତାଙ୍କ ପୁରୁଷ ବନ୍ଧୁଙ୍କୁ ଦୁର୍ଗାପୁର ପୋଲିସ ଗିରଫ କରିଛି । କ୍ୟାମ୍ପସ…

ସବୁ ଜେଲ୍‌କୁ ସରପ୍ରାଇଜ୍ ଭିଜିଟ୍‌ ପାଇଁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ

ତତ୍ପରତା ଦେଖାଇଲା ଜେଲ୍‌ ବିଭାଗ । ଗୃହ ବିଭାଗର ଚିଠି ପରେ ପ୍ରତି ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌ପି ମାନଙ୍କୁ ଚିଠି କଲା ଜେଲ୍ ବିଭାଗ । ସବୁ ଜେଲ୍‌କୁ ସରପ୍ରାଇଜ୍ ଭିଜିଟ୍‌ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ…

ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ

ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…