ତାଜା ଖବର ଦେଶ ରାଜନୀତି ରାଜ୍ୟ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ March 12, 2025 Papirani ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ରେ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାର ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା…
ତାଜା ଖବର ରାଜ୍ୟ ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ March 12, 2025 Papirani ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ ତାରିଖରେ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ଶ୍ରୀକ୍ଷେତ୍ରର ଆଦିପୀଠ ମହାପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ…
ତାଜା ଖବର ରାଜ୍ୟ ଅସହ୍ୟ ହେଉଛି ତାତି; ଆସନ୍ତା ଦୁଇ ଦିନ ହେବ ରାଜ୍ୟରେ ନିଆଁ ବର୍ଷା March 12, 2025 Papirani ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ତାପମାତ୍ରା। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ତାତି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ…
ରାଜ୍ୟ ୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର March 11, 2025 Nirvay ପ୍ରଚଣ୍ଡ ଖରା, ଅସହ୍ୟ ଝାଞ୍ଜିପବନ । ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୨୨ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ୩୯.୫ ଡିଗ୍ରୀ ସହ ବୌଦ୍ଧ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ଝାରସୁଗୁଡ଼ା…
ମନୋରଞ୍ଜନ ରାଜ୍ୟ ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି ଏବଂ ଜାଗ୍ରତି ଶୁକ୍ଲା March 11, 2025 Nirvay ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି, ଜାଗ୍ରତି ଶୁକ୍ଲା । ସାମ୍ନାକୁ ଆସିଲା ବାହାଘର ବେଳର ଫଟୋ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଦ୍ଵିତୀୟ ଥର ପାଇଁ ବିବାହ କରିଛନ୍ତି ଓଲିଉଡ ଷ୍ଟାର ଅନୁଭବ ମହାନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ March 11, 2025 Papirani ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ । ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଡିଲିମିଟେସନ ସ୍ଵତନ୍ତ୍ର ବୈଠକ ବସିବାକୁ ଯାଉଛି । ଯାହାକୁ ନେଇ ଆଜି…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ ହାତାହାତି ପରିସ୍ଥିତି ପରେ ବିଜେପି ଡାକିଲା ବିଧାୟକ ଦଳ ବୈଠକ March 11, 2025 Papirani ଆଜି ବିଧାନସଭା ପରିସରରେ ଦେଖାଯାଇଲା ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି । ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ ଶାସକ ମଧ୍ୟରେ ହାତାହାତି ହେବା ପରେ ଏହାକୁ ନେଇ ବିଜେପି ଦଳ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବିଧାୟକ ଦଳ ବୈଠକ ବସିଛି । ଗୃହରେ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ ଅଭାବନୀୟ ପରିସ୍ଥିତି: ତାରା ବାହିନୀପତି, ଜୟନାରାୟଣ ହାତାହାତି March 11, 2025 Papirani ଆଜି ବିଧାନସଭା ଗୃହରେ ଦେଖା ଯାଇଛି ହାତାହାତି ପରିସ୍ଥିତି । ଉଭୟ ପକ୍ଷର ସଦସ୍ୟମାନଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିବାର ଦେଖା ଯାଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ବିଜେଡ଼ି ଏବଂ କଂଗ୍ରେସ ସଦସ୍ୟମାନେ ଗତକାଲିର ସମାନ ପ୍ରସଙ୍ଗକୁ…
ରାଜ୍ୟ ମାହାଙ୍ଗା ପରେ ସାଲେପୁର, ଜମୁଛି ପଦ୍ମ କନ୍ଦଳ March 11, 2025 Papirani ମାହାଙ୍ଗା ଥିଲା ଚର୍ଚ୍ଚାରେ । ବିଜୁଙ୍କ ମୁଣ୍ଡକାଟ ପରେ ପ୍ରତାପ- ସାରଦା କଳି ଏବେ ବି ଲାଗି ରହିଚି । ଆଗକୁ ବି ବଢିପାରେ । କିଏ କାହାକୁ କଉଁ ଢଙ୍ଗରେ ଚିତ୍ କରୁଚି, ତାହା ଦେଖିବାକୁ ବାକି ଅଛି ।…
ରାଜ୍ୟ ଚାଲିଛି ପାହାଡ଼ ଲୁଟ.. ବଦଳୁନି କିଛି March 11, 2025 Nirvay ମାଫିଆଙ୍କ କବ୍ଜାରେ ଯାଜପୁରର ଜିଲ୍ଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ । ପୂର୍ବ ସରକାର ସମୟରେ ସ୍ଥିତି ଯାହାଥିଲା ନୂଆ ସରକାର ଆସିବା ପରେ ବି ସ୍ଥିତି ସେଭଳି ହିଁ ଅଛି । ସେତେବେଳେ ବି ପୂର୍ବତନ ଯାଜପୁର ବିଧାୟକ…