Tag: Odisha

Ration Card Reform: ରାଜ୍ୟରେ ୮ଲକ୍ଷ ୧୬ ହଜାର ହିତାଧିକାରୀଙ୍କ ରାସନ କାର୍ଡ କଟିଛି

ରାଜ୍ୟରେ ସମୁଦାୟ ୮ ଲକ୍ଷ ୧୬ ହଜାର ୫୬ ହିତାଧିକାରୀଙ୍କ ରାସନ କାର୍ଡ କଟିଛି । ଗତ ୧୫ ମାସ ବିଜେପି ସରକାରରେ ୯୬% e-KYC କରିଛନ୍ତି । କେବଳ ୪% e-KYC କରି ନାହାନ୍ତି । ଏ ନେଇ ଖାଦ୍ୟ…

Odisha Politics: ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ଘଡ଼େଇ

ବିଜେଡିରୁ ଇସ୍ତଫା ଦେଲେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ଘଡ଼େଇ । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲ୍ଲା ସଭାପତିଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି । ଆଜି ଦଳୀୟ…

Subarnapur Village Gets Electricity: ସୁବର୍ଣ୍ଣପୁର ଗାଁରେ ଜଳିଲା ବିଜୁଳି

୨୫ ବର୍ଷ ପରେ ବିଜୁଳି ଆଲୁଅ ଦେଖିଲା ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଝାଡ଼ବନ୍ଧ ପଞ୍ଚାୟତର ସୁବର୍ଣ୍ଣପୁର ଗାଁ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ୧୦ ଦିନ ମଧ୍ୟରେ ସୁବର୍ଣ୍ଣପୁର ଗାଁରେ ଜଳିଲା ଆଲୁଅ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ…

Subhadra Yojana: ଯୋଡ଼ି ହୋଇଛନ୍ତି ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ; ଏକାଥରକେ ପାଇବେ ୨ଟି କିସ୍ତିର ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ୨୧ ବର୍ଷ ହେବା ପରେ ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ ଯୋଡ଼ି ହୋଇଛନ୍ତି । ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ । ଏକା ବେଳକେ ମିଳିବ…

IAS Promotion In Odisha: ୨ ଓଡ଼ିଆ ସରକାରୀ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇଜଣ ସରକାରୀ ଅଧିକାରୀଙ୍କୁ IAS କ୍ୟାଡରକୁ ପଦୋନ୍ନତି ଦେଇଛନ୍ତି । ଶୁକ୍ରବାର ଦିନ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ଇଞ୍ଜିନିୟରିଂ…

Shubhankar Mishra Controversy: ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ଚର୍ଚ୍ଚା

ଶ୍ରୀମନ୍ଦିର ପ୍ରସଙ୍ଗରେ ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଲେ ସେମାନଙ୍କ ପ୍ରେମ କେବେବି ସଫଳ…

Talcher Politics: ତାଳଚେରରେ ବିଜେପିର ଅପରେସନ ଲୋଟସ; ପଦ୍ମ ଧରିଲେ ପୌରାଧ୍ୟକ୍ଷ ଓ ୧୩ କାଉନସିଲର

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ । ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା…

Odisha Assembly: ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ

ରାଜ୍ୟରେ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ କରିଥିଲେ ଯେ ରାଜ୍ୟରେ…

Supplementary Budget: ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ…

Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍: ନିତ୍ୟାନନ୍ଦ ଗଣ୍ଡ

ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଜେଡ଼ି ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ ଯେଉଁ ବିଦ୍ୟାଳୟରେ ୨୦ରୁ…