Tag: Odisha

ବଜେଟ ଅଧିବେଶନ ଆରମ୍ଭରୁ କମ୍ପିଲା ବିଧାନସଭା; ୧୨ଟା ୯ ମିନିଟ୍‌ ଯାଏଁ ମୁଲତବୀ

ଦୁଇ ଦିନର ବିରତି ପରେ ଆଜି ପୁଣି ଥରେ କମ୍ପିଲା ବିଧାନସଭା । ୨ୟ ପର୍ଯ୍ୟାୟ ବଜେଟ ଅଧିବେଶନ ପାଇଁ ସରଗରମ ହୋଇଛି ବିଧାନସଭା । ଏବେ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଏବଂ ନାରାବାଜି ଦେଖିବାକୁ ମିଳିଛି । ହଙ୍ଗାମା…

ପୁରୀ ରଥଯାତ୍ରାକୁ ଖୁବଶୀଘ୍ର ମିଳିପାରେ ବିଶ୍ୱ ଐତିହ୍ୟ ମାନ୍ୟତା; ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ

ରଥଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ। ଅନ୍ୟପଟେ ଶ୍ରୀମନ୍ଦିର ମୁଖ୍ୟ…

ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀ ରବି ନାଏକଙ୍କ ନିର୍ଦ୍ଦେଶ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଏହି ସମୟରେ ରାଜ୍ୟରେ ସମସ୍ତ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀୟ ମନ୍ତ୍ରୀ ରବି ନାଏକ…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତି

ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର…

ଓଡ଼ିଶାରେ ମିଶିବା ଆମର ଭୁଲ୍‌ ଥିଲା କହିଲେ ଜୟନାରାୟଣ

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନ । ସମ୍ବଲପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇ ଜୟନାରାୟଣ କହିଛନ୍ତି, ଉତ୍କଳ କହିଲେ କେବଳ କଟକ, ପୁରୀ ଓ ବାଲେଶ୍ୱର । କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ । କେବଳ…

ସୁଭଦ୍ରା ଯୋଜନା ଏବେ ‘ସୁଭଦ୍ରା ବିପ୍ଳବ’ ରେ ପରିଣତ ହୋଇଛି: ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ…

କୋରାପୁଟରେ ମହେଶ ବାବୁ, ପ୍ରିୟଙ୍କା ଚୋପ୍ରା ଅଭିନୀତ ଫିଲ୍ମର ସୁଟିଂ ଆରମ୍ଭ

ଏସ ଏସ ରାଜମୌଲିଙ୍କ ଆଗାମୀ ଫିଲ୍ମ ‘ଏସଏସଏମବି୨୯’ ପାଇଁ କୋରାପୁଟର ସେମିଲିଗୁଡ଼ା ବ୍ଲକ ଅନ୍ତର୍ଗତ ମନୋରମ ତଳମାଳି ପାହାଡ଼ରେ ସୁଟିଂ ଆରମ୍ଭ ହୋଇଛି । ସାଉଥ୍‌ର ପ୍ରଖ୍ୟାତ ନିର୍ଦ୍ଦେଶକ ଏସଏସ୍‌ ରାଜାମୌଲୀ, ଦକ୍ଷିଣ ସୁପରଷ୍ଟାର ମହେଶ ବାବୁ ଓ ଟିମ୍‌ର ଅନ୍ୟ…

ଶଙ୍ଖ ଭବନରେ ବିଜେଡିର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଆଜି ଶଙ୍ଖ ଭବନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଛି । ଏହି ଅବସରରେ ଶଙ୍ଖ ଭବନ ରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ…

୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ର ଦ୍ୱିତୀୟ କିସ୍ତି ଟଙ୍କା

ଅନ୍ତର୍ଜାତୀୟ ମହିଳା ଦିବସଅବସରରେ, ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧ କୋଟି ୧୮ ଲକ୍ଷରୁ ଅଧିକ ମହିଳା…

ଅନୁଭବ ମହାନ୍ତି ଓ ଜାଗୃତିଙ୍କର ସରିଲା ନିର୍ବନ୍ଧ

ଓଲିଉଡ ସୁପରଷ୍ଟାର ତଥା ପୂର୍ବତନ ଲୋକସଭା ସାଂସଦ ତଥା ବିଜେପି ନେତା ଅନୁଭବ ମହାନ୍ତି ଖୁବଶୀଘ୍ର ପୁଣି ଥରେ ବାହା ହେବେ । ସମସ୍ତ କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଓଲିଉଡ ସୁପରଷ୍ଚାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କର ନିର୍ବନ୍ଧ…