Tag: Odisha

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ସାରା ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ସଙ୍ଗଠିତ…

ବିଭାଜନ ବିଭୀଷିକା ସ୍ମୃତିଦିନ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ଥାନୀୟ ଜୟଦେବ ଭବନ ଠାରେ ଭାରତୀୟ ଇତିହାସ ସଂକଳନ ସମିତି ପକ୍ଷରୁ ଆୟୋଜିତ ବିଭାଜନ ବିଭୀଷିକା ସ୍ମୃତିଦିନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ବିଭାଜନ ଆମକୁ ଯେତିକି କଷ୍ଟ ଦେଇଛି, ତାଠାରୁ ଅଧିକ ଜୀବନ ସଂଗ୍ରାମ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ
ଭୁଆଁ ବୁଲାଉଛନ୍ତି: ବିଜେଡି

ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…

କଟକ ବୟାଳିଶ ମୌଜାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର…

ଓଡ଼ିଶାରେ ଧିମେଇ ଯାଇଛି ପିଏମ୍‌ ସୂର୍ଯ୍ୟ ଘର ଯୋଜନା; ସଚେତନ ପାଇଁ ବଣ୍ଟାଯିବ ଲିଫଲେଟ୍ ଓ ପାମ୍ପଲେଟ୍: ଉପମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଧିମେଇ ଯାଇଛି ପିଏମ୍‌ ସୂର୍ଯ୍ୟ ଘର ଯୋଜନା । ଏହି ଯୋଜନାର ଅଗ୍ରଗତି ନେଇ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ କଡ଼ା ନିର୍ଦ୍ଦେଶନାମା । ୩ ଲକ୍ଷ ଟାର୍ଗେଟ୍‌ ଦିଆଯାଇଥିବା ବେଳେ ପୂରଣ ହୋଇଛି ମାତ୍ର ୨୦…

ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ; ଗଠନ ହେବ ବୈଷୟିକ କମିଟି: କୃଷ୍ଣଚନ୍ଦ୍ର ମହାପାତ୍ର

ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି । ଏ ନେଇ ଆଜି ସୂଚନା ଦେଇଛନ୍ତି ଗ୍ରାମ୍ୟ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ…

ପ୍ରସନ୍ନ : କହିଁପେ ନିଗାହେଁ କହିଁପେ ନିଶାନା

ପ୍ରସନ୍ନ ଆଚାର୍ଯ୍ୟ ଏମିତି ଜଣେ ନେତା ଯିଏ କି ବିଧାୟକ ହେଇଚନ୍ତି । କ୍ୟାବିନେଟ ମନ୍ତ୍ରୀ ଦାୟିତ୍ବ ତୁଲାଇଛନ୍ତି। ଲୋକସଭାକୁ ଯାଇଚନ୍ତି। ରାଜ୍ୟସଭା ସଦସ୍ୟ ବି ହେଇଚନ୍ତି। ପୁଣି ଶଙ୍ଖ ଦଳର ସେ ହଉଚନ୍ତି ସବୁଠୁ ଆଗଧାଡିର ପ୍ରତିଷ୍ଠାତା ସଦସ୍ୟ ଏବଂ…

ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ

ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ । ବିଶିଷ୍ଟ ସେବା ପାଇଁ ASP ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ମିଳିବ ରାଷ୍ଟ୍ରପତି ପଦକ । ଏହା ସହ ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ । ୯…

ଭିସୁଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲା ଡ୍ରେସ୍‌ କୋଡ୍; ଛାତ୍ରୀଙ୍କୁ ଦୁପଟା ମନା

ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ୨୦୨୫-୨୬ ଶିକ୍ଷାବର୍ଷରେ ଆଡମିଶନ କରିଥିବା ପ୍ରଥମ ବର୍ଷ ପିଲାଙ୍କ ପାଇଁ ଡ୍ରେସ୍‌ କୋଡ୍ ଜାରି ହୋଇଛି । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି ।…

ବଢ଼ିଲା ଖରିଫ ଋତୁ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ରେ ଚଳିତ ଖରିଫ ଋତୁ ପାଇଁ ପଞ୍ଜିକରଣ ଅବଧି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୧୯ ତାରିଖରୁ ଆରମ୍ଭ…