ରାଜ୍ୟ ରାଜ୍ୟରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ February 28, 2025 Nirvay ଶୁକ୍ରବାର ଦିନ ଓଡ଼ିଶାରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି । କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ବଦଳି କରାଯାଇଛି । ଜଗମୋହନ ମୀନାଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର…
ରାଜନୀତି ରାଜ୍ୟ ନଡ୍ଡାଙ୍କ ଓଡିଶା ଗସ୍ତ ସରକାରୀ ଥିଲା କହିଲେ ମନମୋହନ ସାମଲ February 28, 2025 Nirvay ଆଜି ରାଜ୍ୟ ଅତିଥି ଭବନରେ ଭାରତୀୟ ଜନତା ପାର୍ଟିର ଅନୁଷ୍ଠିତ ବୈଠକ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଗସ୍ତ ସରକାରୀ ଥିଲା ।…
ରାଜ୍ୟ ୨୦ ବର୍ଷର ହାଟ ସମସ୍ୟାର ସମାଧନ; ନୂଆ ରୂପ ନେବ ସହିଦ ନଗର ହାଟ February 28, 2025 Nirvay ୨୦ ବର୍ଷର ହାଟ ସମସ୍ୟା ଦୁଇ ମାସରେ ସମାଧନ ହୋଇଛି । ଭୁବନେଶ୍ୱରସ୍ଥିତ ସହିଦ ନଗର ହାଟ ପାଇଁ ହସ୍ତାନ୍ତର ହୋଇଛି ଜମି । ଏହାସହ ଉନ୍ନତିକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମକୁ ମଧ୍ୟ ମିଳିଛି ଦାୟିତ୍ଵ । ଆଜି ମୁଖ୍ୟମନ୍ତ୍ରୀ…
ରାଜ୍ୟ ମାଲକାନଗିରି ମୋଟୁରେ ପୋଲାଭରମ ବିରୋଧୀ ବିଶାଳ ସମାବେଶ ଅନୁଷ୍ଠିତ February 28, 2025 Nirvay ଗୋଦାବରୀ ନଦୀ ଉପରେ ନିର୍ମିତ ହେବାକୁ ଯାଉଥିବା ପୋଲାଭରମ ପ୍ରକଳ୍ପ ବିରୋଧରେ ଆଜି ମାଲକାନଗିରିର ମୋଟୁଠାରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିରାଟ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜୁ ଜନତା ଦଳ ସମେତ ୧୪ ଟି ଆଦିବାସୀ ସଂଗଠନର…
ତାଜା ଖବର ରାଜ୍ୟ ପଞ୍ଚଭୂତରେ ଲୀନ ହେଲେ ଉତ୍ତମ ମହାନ୍ତି; ଦିଆଗଲା ଗାର୍ଡ ଅଫ୍ ଅନର୍ February 28, 2025 Papirani ପଞ୍ଚଭୂତରେ ଲୀନ ହେଲେ ଓଡିଆ ଚଳଚ୍ଚିତ୍ରର ବିରଷ୍ଠ ଅଭିନେତା ଉତ୍ତମ ମହାନ୍ତି । ତାଙ୍କ ବିୟୋଗରେ ନେତା, ଅଭିନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ଏହିସମୟରେ ଉତ୍ତମ ମହାନ୍ତିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍ ।…
ତାଜା ଖବର ରାଜ୍ୟ ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 28, 2025 Papirani ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ତାରକା ସ୍ଵର୍ଗତ ଉତ୍ତମ ମହାନ୍ତିଙ୍କ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ପରିବାରଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି…
ତାଜା ଖବର ରାଜ୍ୟ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; ଏକ କୋଟିରୁ ଅଧିକ ମହିଳା ହେବେ ସାମିଲ February 28, 2025 Papirani ମାର୍ଚ୍ଚ ୮ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଦ୍ବିତୀୟ କିସ୍ତି ଟଙ୍କା। ଏନେଇ ଆଜି ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ…
ମନୋରଞ୍ଜନ ରାଜ୍ୟ ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ February 28, 2025 Nirvay ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…
ରାଜ୍ୟ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 27, 2025 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…
ରାଜ୍ୟ ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ February 27, 2025 Nirvay ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରକଳ୍ପ ପାଇଁ ୨୨୦ କୋଟି ଖର୍ଚ୍ଚ ହେବା ନେଇ ସୂଚନା ଦେଇଛନ୍ତି ନଗର…