ରାଜନୀତି ରାଜ୍ୟ Nuapada Bye-Election: ନୂଆପଡ଼ାରେ ରେକର୍ଡ ଭୋଟିଂ;୮୧% ରୁ ଅଧିକ ମତଦାନ November 11, 2025 Nirvay ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।…
ରାଜନୀତି ରାଜ୍ୟ Nuapada Assembly Bypoll: ଅତି ସମ୍ବେଦଶୀଳ ବୁଥ ରେ ସର୍ବାଧିକ ୯୨.୬୩% ମତଦାନ November 11, 2025 Nirvay ନୂଆପଡାରେ ସାରିଛି ଗଣତନ୍ତ୍ରର ମହାପର୍ବ । ଅତ୍ୟଧିକ ଉତ୍ସାହର ସହିତ ଭୋଟ ଦେଇଛନ୍ତି ଭୋଟର । ନୂଆପଡା ଜିଲ୍ଲା ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ସେଇମଧ୍ୟରୁ ଗାତିବେଡା – ୨ ବୁଥ ନମ୍ୱର୍ ୩୨୮ ରେ ମୋଟ ଭୋଟ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ମତଦାନ November 11, 2025 Papirani ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ପାଇଁ ସାରିଛି ମତଦାନ। ଏଥିସହ ଶାନ୍ତିଶୃଙ୍ଖଳାର ସହ ଭୋଟିଂ ସରିଛି। ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ…
ଖେଳ ତାଜା ଖବର ରାଜ୍ୟ Ranji Trophy: ରଣଜୀରେ ଓଡ଼ିଶାର ଲଜ୍ଜାଜନକ ପରାଜୟ November 11, 2025 Papirani ରଣଜୀରେ ଓଡ଼ିଶାର ପୁଣି ଏକ ଲଜ୍ଜାଜନକ ପରାଜୟ।ନାଗପୁରରେ ବିଦର୍ଭଠାରୁ ୧୦୦ ରନ୍ରେ ହାରିଲା ଓଡ଼ିଶା ।ବିଦର୍ଭ ୨୮୬ ଓ ୨୧୮ ରନ ହୋଇଥିବା ବେଳେ ଓଡ଼ିଶା କରିଥିଲା ୧୬୦ ଓ ୨୪୪ ରନ । ଚଳିତ ସିଜିନ୍ରେ ଚତୁର୍ଥ ମ୍ୟାଚ୍ରେ ଏହା…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ହୋଇଛି ୬୫.୫୬% ଭୋଟିଂ November 11, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଭୋଟ ଦେଉଛି ନୂଆପଡ଼ାବାସୀ । ଦିନ ୩ଟା ସୁଦ୍ଧା ନୂଆପଡ଼ାରେ ୬୫.୫୬ ପ୍ରତିଶତ ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ଏହି ନିର୍ବାଚନରେ ଶାସକ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ହୋଇଛି ୩୨.୫୧% ଭୋଟିଂ November 11, 2025 Papirani ସୁରୁଖୁରୁରେ ଚାଲିଛି ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ।ଭୋଟ ଦେଉଛି ନୂଆପଡା । ଦିନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ମୋଟ ୩୫୮ ବୁଥରେ ଚାଲିଛି…
ରାଜନୀତି ରାଜ୍ୟ Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି November 10, 2025 Nirvay ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ November 10, 2025 Nirvay ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…
ରାଜ୍ୟ Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ November 10, 2025 Nirvay ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…
ଖେଳ ଦେଶ ବିଶ୍ୱ ରାଜ୍ୟ Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ November 10, 2025 Nirvay ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…