Tag: Odisha

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଜବତ ହେଲା ୩ ପ୍ଲଟ ସହ ଫାର୍ମହାଉସ୍

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ବିଏମସି ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି ରହିଛି। ଭୁବନେଶ୍ବର, ଖୋର୍ଦ୍ଧା ଓ…

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…

ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ

ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…

ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ  

ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…

କଟକରେ ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ

କଟକ ଜିଲ୍ଲାର ଅଧାରୁ ଅଧିକ କଲେଜରେ କର୍ମଚାରୀଙ୍କ ଦରମା ବନ୍ଦ କରିବା ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରି ନଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହି ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଏହାସହ ଆସନ୍ତା…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ

ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…

ଜେଲରୁ ମୁକୁଳିଲେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରକୁ ଅଣ୍ଡା ଫୋପାଡି ଗିରଫ ହୋଇଥିବା ଛାତ୍ର ନେତା

ଉଚ୍ଚ ଶିକ୍ଷାମନ୍ତ୍ରୀ ଙ୍କ ବାସଭବନ କୁ ଅଣ୍ଡା ମାଡ଼ କରି ଗିରଫ ହୋଇଥିବା ପୂର୍ବତନ ଛାତ୍ର କଂଗ୍ରେସ ଉପସଭାପତି ଆଦିତ୍ୟ ପ୍ରିତମ ଦାସ, ଛାତ୍ର କଂଗ୍ରେସ ଉପସଭାପତି ସୌମ୍ୟରଞ୍ଜନ ଜେନା, ସାଧାରଣ ସମ୍ପାଦକ ସୁଭଙ୍କର ସେଠୀ ଏବଂ ଛାତ୍ର ନେତା ବଳରାମ…

ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ; ମୋଟ ୪୯ ଅଧିକାରୀଙ୍କ ବଦଳି

ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଯେଉଁଥିରେ ମୋଟ ୪୯ ଜଣ ଅଧିକାରୀଙ୍କ ବଦଳି ହେବା ସହିତ କିଛି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ବଦଳିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଚଞ୍ଚଳ ରାଣା ହୋଇଛନ୍ତି ବିଏମସିର…

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟାକୁ ନେଇ ହାଇକୋର୍ଟଙ୍କ ଟିପ୍ପଣୀ ପରେ ବିରୋଧୀଙ୍କୁ ବିଜେପିର ଟାର୍ଗେଟ

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ହୋଇଥିବା ଜନସ୍ୱାର୍ଥ୍ୟ ମାମଲାରେ ମାନ୍ୟବର ହାଇକୋର୍ଟଙ୍କ ଟିପ୍ପଣୀ ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର ମୁଖା ଖୋଲିଦେଇଛି ବୋଲି କହିଛନ୍ତି ବିଜେପି ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ । ଘଟଣାରେ ଏହି ଦୁଇ ଦଳ…