Tag: Officers

ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀଙ୍କୁ ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ; ଖିଲାପ କଲେ ଦରମା ବନ୍ଦ: କୃଷି ସଚିବ

ପଦୋନ୍ନତିପ୍ରାପ୍ତ କିମ୍ବା ବଦଳି ହୋଇଥିବା କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ଯଥାଶୀଘ୍ର ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି କୃଷି ସଚିବ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ଯଥାଶୀଘ୍ର ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ…