ବିନେଶ ସୁସ୍ଥ; ଅଲିମ୍ପିକ ଗ୍ରାମ ରୁମ୍ କୁ ଫେରିଲେ
ଫାଇନାଲ ମ୍ୟାଚରେ ଅଯୋଗ୍ୟ ଘୋଷଣା ପରେ ମୁଣ୍ଡ ବୁଲାଇ ଚେତାଶୂନ୍ୟ ହୋଇପଡ଼ିବାରୁ ବିନେଶ ଫୋଗଟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଡିହାଇଡ୍ରେସନ୍ କାରଣରୁ ଅଲିମ୍ପିଆନ୍ ବିନେଶ ହତାଶ ହୋଇପଡିଥିବା କହାଯାଉଛି। ଫାଇନାଲ ମ୍ୟାଚ ଖେଳିବା ପୂର୍ବରୁ ଓଜନ ହ୍ରାସ ପାଇଁ…