Tag: Om Birla

ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ: ଓମ ବିର୍ଲା

ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭା ବାଚସ୍ପତି ଓମ ବିର୍ଲା ଭୁବନେଶ୍ୱର ଗସ୍ତରେ ଆସିଥିବା ବେଳେ ଆଜି ସମ୍ମିଳନୀର…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ…

ଭୁବନେଶ୍ୱରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଭୁବନେଶ୍ୱରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ କରିବେ ଉଦ୍‌ଘାଟନ।୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜିତ ହେଉଛି ସମ୍ମିଳନୀ । ଏହି ସମ୍ମିଳନୀରେ CMଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ । SC/STଙ୍କ…

ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଘରୁ ବିପୁଳ ଟଙ୍କା ମିଳିବା ଘଟଣା: ଗଠନ ହେଲା ୩ ଜଣିଆ ତଦନ୍ତ କିମିଟି

ଆହ୍ଲାବାଦ ହାଇକୋର୍ଟ ବିଚାରପତି ତଥା ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଯଶବନ୍ତ ବର୍ମାଙ୍କ ସରକାରୀ ବାସଭବନରୁ ବିପୁଳ ଟଙ୍କା ମିଳିବା ଘଟଣାରେ ୩ ଜଣିଆ ତଦନ୍ତ କିମିଟି ଗଠନ କଲେ ବାଚସ୍ପତି ଓମ୍‌ ବିର୍ଲା । ତାଙ୍କୁ ବହିଷ୍କାର କରିବା ପାଇଁ…

ବୈଜୟନ୍ତ ପଣ୍ଡା ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ ର ଅଧ୍ୟକ୍ଷ ନିଯୁକ୍ତ

ଲୋକସଭା ବାଚସ୍ପତି ଓମ୍ ବିର୍ଲା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ (Parliamentary Committee on Public Undertakings) ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏହି…

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍‌ଡିଏ ପ୍ରାର୍ଥୀ…

ବିକଶିତ ଭାରତ ସହ ବିକଶିତ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଜରୁରୀ :ଓମ ବିର୍ଲା

ରାଜ୍ୟରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବାରେ ଲାଗୁଛି । ଓଡିଶାକୁ କେନ୍ଦ୍ର ନେତୃତ୍ୱଙ୍କ ଗସ୍ତ ଓ ପ୍ରଚାର ବିଜେପି ପ୍ରାର୍ଥୀ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହିତ କରୁଛି । ଏଥିରେ ପଛେଇ ନାହିଁ ସମ୍ବଲପୁର ର ନିର୍ବାଚନୀ ମାହୋଲ । ଆସନ୍ତା ୨୫ ରେ…

ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଓଡ଼ିଶାରେ ବିଜେପି ବରିଷ୍ଠ ନେତା ତଥା ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଆଜି ବାଲେଶ୍ୱର ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ବାଲେଶ୍ୱର NOCCI ହଲରେ ସକାଳ ସାଢ଼େ ୧୦ଟାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇଛନ୍ତି ଓମ୍ ବିର୍ଲା।…