ତାଜା ଖବର ରାଜ୍ୟ OMSA Withdraws Protest: ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ January 8, 2026 Papirani ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ । ଆସନ୍ତାକାଲିଠୁ ସ୍ୱାଭାବିକ ହେବ ସ୍ୱାସ୍ଥ୍ୟସେବା । ଗୁରୁବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (OMSA) ସାରା ଓଡ଼ିଶାରେ ଏହାର ପ୍ରତିବାଦ ପ୍ରତ୍ୟାହାର କରିଛି । ସରକାରଙ୍କଠୁ…