ଦେଶ ବ୍ୟବସାୟ ୟୁପିଆଇ ପେମେଣ୍ଟ ଭାଙ୍ଗିଲା ସବୁ ରେକର୍ଡ; ୧୧ ମାସରେ ୨୨୩ ଲକ୍ଷ କୋଟି କାରବାର December 16, 2024 Papirani ମୋଦୀ ସରକାର କ୍ଷମତାକୁ ଆସିବା ପରେ ୨୦୧୬ରେ ନ୍ୟାସନାଲ୍ ପେମେଣ୍ଟସ କର୍ପୋରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ଆରମ୍ଭ ହୋଇଥିଲା ୟୁପିଆଇ (ୟୁନିଫାଏଡ଼୍ ପେମେଣ୍ଟ୍ସ ଇଣ୍ଟରଫେସ୍)। ଡିଜିଟାଲ ନେଣଦେଣକୁ ଗୁରୁତ୍ବ ଦେବା ପାଇଁ ଏହି ବ୍ୟବସ୍ଥା ଆରମ୍ଭ ହୋଇଥିଲାବେଳେ ସେବେଠାରୁ ଦେଶରେ ଡିଜିଟାଲ…