Tag: Operation Sindoor

Operation Sindoor Remains Ongoing: ଏବେବି ଜାରି ରହିଛି ଅପରେସନ ସିନ୍ଦୂର: ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ

ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛନ୍ତି ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି । ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଜବାବ ଦିଆଯିବ ।ଜାତୀୟସ୍ତରର ସମସ୍ତ ଷ୍ଟେକ୍…

ଅପରେସନ ସିନ୍ଦୂରରେ ଆତଙ୍କୀ ଆଡ୍ଡାକୁ ଧ୍ବଂସ କରିଥିବା ୯ ପାଇଲଟ ଦିଆଯିବ ସେନାଧିକାରୀ ବୀର ଚକ୍ର

ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ, ଅପରେସନ ସିନ୍ଦୂରବେଳେ ଅଦମ୍ୟ ସାହସ ଦେଖାଇଥିବା ୮୬ ଜଣ ସଶସ୍ତ୍ର ବାହିନୀ କର୍ମଚାରୀଙ୍କୁ ବୀରତା ପୁରସ୍କାର ପ୍ରଦାନ କରିବାକୁ ଘୋଷ ଘୋଷଣା କରାଯାଇଛି। ୫୨ ଜଣ ବାୟୁସେନା କର୍ମଚାରୀଙ୍କୁ ବୀରତା ପୁରସ୍କାର ପ୍ରଦାନ କରାଯାଇଛି। ୯…

ଅପରେସନ୍ ସିନ୍ଦୂର ଉପରେ ବାୟୁସେନା ମୁଖ୍ୟଙ୍କ ବଡ଼ ଖୁଲାସା

ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ୍ ଏପି ସିଂହ ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନର କ୍ଷତି ସମ୍ପର୍କରେ ବଡ଼ ଖୁଲାସା କରିଛନ୍ତି । ‘ଅପରେସନ ସିନ୍ଦୂର’ ରେ ପାକିସ୍ତାନର ୬ଟି ବିମାନ ଖସାଇଥିବା କହିଛନ୍ତି ଏପି ସିଂହ । ବେଙ୍ଗାଲୁରୁରେ ଆୟୋଜିତ…

ବିଶ୍ୱର କୌଣସି ନେତା ବନ୍ଦ କରିନଥିଲେ ଯୁଦ୍ଧ: ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଅପରେସନ ସିନ୍ଦୂର ବାବଦ ଚର୍ଚ୍ଚାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଏବଂ ବିରୋଧୀଙ୍କ ଅଭିଯୋଗକୁ ଦୃଢ଼ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି । ସେ କହିଛନ୍ତି ଯେ, ବିଶ୍ୱର କୌଣସି ଦେଶ ଭାରତକୁ ଆତଙ୍କବାଦ ବିରୋଧରେ…

ପହଲଗାମ ଆତଙ୍କୀ ଆକ୍ରମଣରେ ଜଡିତ ୩ ଆତଙ୍କବାଦୀ ନିହତ: ଅମିତ ଶାହ

ଅପରେସନ୍ ମହାଦେବରେ ବଡ଼ ସଫଳତା । ପହଲଗାମ ନରସଂହାରରେ ସାମିଲ ଥିବା ୩ ସନ୍ଦିଗ୍ଧ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଥିବା ସ୍ପଷ୍ଟ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ମୌସୁମୀ ଅଧିବେଶନ ସମୟରେ ଲୋକସଭାକୁ…

‘ଅପରେସନ୍‌ ସିନ୍ଦୂର’କୁ ନେଇ ସଂସଦରେ ହେବ ୧୬ ଘଣ୍ଟାର ବିତର୍କ

ଅପରେସନ ସିନ୍ଦୂରକୁ ନେଇ ସଂସଦ ଗୃହରେ ୧୬ ଘଣ୍ଟା ଆଲୋଚନା ହେବ ।ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଭାରତ କରିଥିବା ‘ଅପରେସନ ସିନ୍ଦୂର’କୁ ନେଇ ସଂସଦରେ ହେବ ବିତର୍କ । ଅପରେସନ ସିନ୍ଦୂର ଓ ପହଲଗାମ ନରସଂହାର ଉପରେ ବିରୋଧୀଦଳ ଗୁଡ଼ିକର…

RAW ବିଭାଗର ମୁଖ୍ୟ ହେଲେ ପରାଗ ଜୈନ

ଶନିବାର ଦିନ ବରିଷ୍ଠ ଆଇପିଏସ୍ ଅଧିକାରୀ ପରାଗ ଜୈନଙ୍କୁ ଗୁଇନ୍ଦା ସଂସ୍ଥାର ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ୧୯୮୯ ବ୍ୟାଚ୍ ର ପଞ୍ଜାବ କ୍ୟାଡରର IPS ଅଧିକାରୀ ହେଉଛନ୍ତି ପରାଗ ଜୈନ । ସେ ଜୁଲାଇ ପହିଲାରୁ…

ସର୍ବଦଳୀୟ ଡେଲିଗେସନ ଟିମଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ବିଦେଶ ଗସ୍ତ ସାରି ଫେରିଥିବା ସର୍ବଦଳୀୟ ଡେଲିଗେସନ ଟିମକୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆତଙ୍କବାଦ ବିରୋଧରେ ଭାରତର ଦୃଢ଼ ଆଭିମୁଖ୍ୟ ସ୍ପଷ୍ଟ କରିବା ଓ ପାକିସ୍ତାନର ଆତଙ୍କୀ ଚେହେରା ବିଶ୍ୱକୁ ଦେଖାଇବା ପାଇଁ ୩୦ରୁ ଅଧିକ ଦେଶ ଗସ୍ତ…

ଅପରେସନ ସିନ୍ଦୂର ନାରୀଶକ୍ତିର ପ୍ରତୀକ: ପ୍ରଧାନମନ୍ତ୍ରୀ ମୋଦି

ମଧ୍ୟପ୍ରଦେଶ ଭୋପାଳର ଏକ କାଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ଆତଙ୍କବାଦ କାଯ୍ୟକଳାପକୁ ନେଇ ପ୍ରବଳ ବର୍ଷିଥିବା ବେଳେ ନାରୀଶକ୍ତିକୁ ପ୍ରଶଂସା କରିଛନ୍ତି । ମୋଦି କହିଛନ୍ତି, ଅପରେସନ ସିନ୍ଦୁର ନାରୀଶକ୍ତିର ପ୍ରତୀକ । ଜମ୍ମୁ ଠାରୁ ଗୁଜରାଟ ସୀମା…

ସିନ୍ଦୂର ଯେତେବେଳେ ବାରୁଦ ହୁଏ ପରିଣାମ କ’ଣ ହୁଏ ବିଶ୍ୱ ଦେଖିଲା: ପ୍ରଧାନମନ୍ତ୍ରୀ ମୋଦି

ଆଜି ରାଜସ୍ଥାନର ବିକାନେର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଠାରେ ୨୬ ହଜାର କୋଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ୍ କରିଛନ୍ତି । ସେ ପୁନର୍ବିକଶିତ ଦେଶନୋକ ରେଲୱେ ଷ୍ଟେସନର ଉଦଘାଟନ କରି କହିଛନ୍ତି ଆଜି ରାଜସ୍ଥାନର ଗାଁ…