Tag: Orientation Programme

VP at orientation programme for Odisha MLAs: ସପ୍ତଦଶ ଓଡ଼ିଶା ବିଧାନସଭାର ସଦସ୍ୟମାନଙ୍କ ନିମନ୍ତେ ଦ୍ୱିତୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ; ଯୋଗଦେଲେ ଉପରାଷ୍ଟ୍ରପତି

ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ସଦସ୍ୟମାନଙ୍କ ନିମନ୍ତେ ଏକ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରତର ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକମାନଙ୍କୁ ବିଧାନସଭାର କାର୍ଯ୍ୟଧାରା, ନିୟମାବଳୀ ଓ ବିଧାନ ପ୍ରକ୍ରିୟା ବିଷୟରେ…