Tag: Orissa HC Judges

SC Collegium Recommends Transfer Of 2 Orissa HC Judges: ଓଡ଼ିଶା ହାଇକୋର୍ଟର ଦୁଇ ଜଣ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ

ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ଦୁଇ ଜଣ ମାନ୍ୟବର ବିଚାରପତିଙ୍କୁ ଅନ୍ୟ ରାଜ୍ୟର ହାଇକୋର୍ଟକୁ ବଦଳି କରିବା ପାଇଁ ସୁପାରିସ କରିଛନ୍ତି। ଗତ ଅଗଷ୍ଟ ୬, ୨୦୨୬ ରେ ଅନୁଷ୍ଠିତ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ କଲେଜିୟମ ଏହି ନିଷ୍ପତ୍ତି ନେଇଛନ୍ତି।…