Tag: Orissa High Court

High Court Pulls Up Govt: ହାଇକୋର୍ଟ ଛାଟ ପରେ ବି ଭାଙ୍ଗୁନି ନିଦ; ବାବୁଙ୍କ ପାଇଁ ନିଜ ସ୍ୱାର୍ଥ, ହମ ବଡା ନୀତି ବଡ଼

ସରକାର ଏବଂ ସରକାରୀ ବାବୁମାନେ ହାମବଡ଼ା ଓ ଅପରିଣାମଦର୍ଶୀ ହେଲେ କେମିତି କୋର୍ଟ ଛାଟ ଖାଇବାକୁ ହୁଏ, ତାହାର ବଡ଼ ପ୍ରମାଣ ରଖିଛନ୍ତି ମୋହନ ସରକାରଙ୍କ ରାଜସ୍ୱ ଏବଂ ସାଧାରଣ ପ୍ରଶାସନ ବିଭାଗ। ଜମି ସଂସ୍କାର ଆଳରେ ଯେଉଁ ନିୟମ କରିଥିଲେ…

Lokayukta Appointment In Odisha: ୬ ସପ୍ତାହ ମଧ୍ୟରେ ଲୋକାୟୁକ୍ତ ନିଯୁକ୍ତି ସାରିବାକୁ ଓଡ଼ିଶା ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଓଡ଼ିଶା ଲୋକାୟୁକ୍ତ ଆଇନ, ୨୦୧୪ ସଂଶୋଧନ ଏବଂ ନୂତନ ଲୋକାୟୁକ୍ତ ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କ ନିଯୁକ୍ତି ପ୍ରକ୍ରିୟା ଛଅ ସପ୍ତାହ ମଧ୍ୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକାୟୁକ୍ତ ନିଯୁକ୍ତିରେ ବିଳମ୍ବ ନେଇ ଏକ…

Humane Sagar Death Case: କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲା; ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା

କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଦିଆଗଲା ଅନ୍ତରୀଣ ସୁରକ୍ଷା । ହାଇକୋର୍ଟ ଦେଲେ ଅନ୍ତରୀଣ ସୁରକ୍ଷା । ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ମାମଲାର ଶୁଣାଣି କରି ଅନ୍ତରୀଣ ସୁରକ୍ଷା ଦେଲେ…

Pitabas Murder Case: ପୀତବାସ ହତ୍ୟା ମାମଲା: ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସ୍‌ପି

ପୀତବାସ ହତ୍ୟା ମାମଲାରେ ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସ୍‌ପି । ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଏସପି। ଏହାପରେ ଏସପିଙ୍କ ବିରୁଦ୍ଧରେ ଅଦାଲତ ଅବମାନନା ମାମଲା ନଚଲେଇବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।…

Amaresh Jena Bail: ଅମରେଶ ଜେନାଙ୍କୁ ମିଳିଲା ଜାମିନ

ଅମରେଶ ଜେନାଙ୍କୁ ମିଳିଲା ଜାମିନ । ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ । ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ ମିଳିଛି । ୨୫ ହଜାର ଟଙ୍କିଆ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ…

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ କଟକଣା

କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି । ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ । ତେବେ…

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ

ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଆଇଏଏସ ଅଧିକାରୀ ବିଷ୍ନୁପଦଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ । ସିବିଆଇର ସମ୍ଭାବ୍ୟ…

ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍‌

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ମିଳିଛି । ୧…

‘ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାକୁ ହାଇକୋର୍ଟଙ୍କ ଝଟକା

ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରିତା ଉପରେ ଓଡ଼ିଶା ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଲାଗିଛି । ଗତ ଫେବୃଆରୀ ୫ ତାରିଖରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ତେବେ ଯୋଜନାରେ ଗ୍ରାମସଭାର କ୍ଷମତା ସଙ୍କୁଚିତ କରାଯାଇଥିବା ଅଭିଯୋଗ କରି…

ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି

ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଓଡିଶା ହାଇକୋର୍ଟକୁ ବଦଳି। ବଦଳି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜଷ୍ଟିସ ଶ୍ରୀପଦଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ । ଏବେ…