Tag: OSEPA

Summative Assessment-I Dates Declared: ସେପ୍ଟେମ୍ବର ଶେଷ ସପ୍ତାହରେ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା

ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ସମେଟିଭ୍ ଆସେସମେଣ୍ଟ-୧ ଆସନ୍ତା ସେପ୍ଟେମ୍ବର ମାସର ଚତୁର୍ଥ ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା…

TextBook Error Row: ଓସେପା ଅଫିସରେ କ୍ରାଇମବ୍ରାଞ୍ଚର ୫ଜଣିଆ ଟିମ୍

ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ଭୁବନେଶ୍ୱରର ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚର ୫ଜଣିଆ ଟିମ୍ । ଡିଏସପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ କ୍ରାଇମବ୍ରାଞ୍ଚର ଏକ ପାଞ୍ଚ ଜଣିଆ ଦଳ OSEPA ମୁଖ୍ୟାଳୟ ପରିଦର୍ଶନ କରି ପାଠ୍ୟପୁସ୍ତକ…

Summer Learning Programme: ଖରା ଛୁଟିରେ ପିଲାଙ୍କ ପାଇଁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ

ଖରା ଛୁଟିରେ ପିଲାମାନେ ପାଠପଢାରୁ ଦୂରେଇ ନ ଯାଆନ୍ତୁ ସେଥିପାଇଁ ରାଜ୍ୟ ସରକାର ଏକ ନୂଆ ପଦକ୍ଷେପ ନେଇଛନ୍ତି । ଓଡ଼ିଶା ସ୍କୁଲ ଏଜୁକେସନ୍ ପ୍ରୋଗ୍ରାମ୍ ଅଥରିଟି (ଓସେପା) ପକ୍ଷରୁ ଏଥର ଖରା ଛୁଟିରେ ହ୍ୱାଟ୍ସଆପ୍ ମାଧ୍ୟମରେ ‘ସମର ଲର୍ଣ୍ଣିଂ’ କାର୍ଯ୍ୟକ୍ରମ…

Uniform Distribution Odisha Students: ଏପ୍ରିଲ ୨୭ ସୁଦ୍ଧା ରାଜ୍ୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ପୋଷାକ ଏବଂ ଆନୁଷଙ୍ଗିକ ସାମଗ୍ରୀ

ସ୍କୁଲ ୟୁନିଫର୍ମ ବଣ୍ଟନ ପାଇଁ ଓସେପା ଜାରି କଲା ମାର୍ଗଦର୍ଶିକା ।ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ଜାରି କରିଥିବା ମାର୍ଗଦର୍ଶିକା ଅନୁଯାୟୀ ଏପ୍ରିଲ ୨୭ ସୁଦ୍ଧା ସାରା ରାଜ୍ୟରେ ଶିଶୁ ବାଟିକା (ପ୍ରି-ସ୍କୁଲ) ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ…

Free Uniforms To ‘Shishu Vatika’ Students: ଶିଶୁବାଟିକା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ

ସରକାରୀ ସ୍କୁଲର ଶିଶୁବାଟିକା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ । ଫେବ୍ରୁଆରୀ ୧୫ ସୁଦ୍ଧା ମାଗଣା ପୋଷାକ ଏବଂ ଆନୁସାଙ୍ଗିକ ସାମଗ୍ରୀ ବଣ୍ଟନ ଶେଷ କରିବାକୁ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ବା ଓସେପା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ…