Tag: OSRTC CAO

ଓଏସଆରଟିସି ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ କୁମାର ମଙ୍ଗରାଜଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ ହୋଇଛି। ଭୁବନେଶ୍ବର ଅଫିସ ସମେତ ନନ୍ଦନ ବିହାର, ପଳାଶୁଣୀର…