Tag: OSRTC

OSRTC Jagannath Express Bus Accident: ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ; ୨୫ରୁ ଅଧିକ ଯାତ୍ରୀ ଆହତ

ଓଲଟିଲା ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ। ବସଟି ସୁନ୍ଦରଗଡ଼ରୁ ପୁରୀ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ଅନୁଗୁଳ ଜିଲ୍ଲା ସମଲ୍ ଥାନା ୧୪୯ ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଓଲଟି ପଡିଥିଲା। ଏହି ଦୁର୍ଘଟଣା ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା…

ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଓଏସ୍ଆରଟିସି ସୁପର ପ୍ରିମିୟମ ଭଲଭୋ ବସ୍

ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଭଲବୋ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ। ଓଡିଶା ରାଜ୍ୟ ପରିବହନ ବିଭାଗ ଦ୍ବାରା ଏହି ବସ ସେବା ପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆରମ୍ଭ ହେବ। ଏହି ବସରେ ଯାତ୍ରୀମାନେ ବେଶ ବିଳାସପୂର୍ଣ୍ଣ ଏବଂ ଆରାମଦାୟକ…

କ୍ଷତିରେ ଚାଲୁଛି OSRTC ବସ୍

ଅଚଳ ହୋଇ ପଡ଼ିଛି ପରିବହନ ବିଭାଗର ୧୦୯ ବସ୍‌ । ତେଣୁ କ୍ଷତିରେ ଚାଲୁଛି OSRTC ବସ୍। ଦୁଇ ବର୍ଷରେ OSRTC କ୍ଷତି ସହିଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଆଜି ବିଧାନସଭାରେ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି…

ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍

ମହାକୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ସ୍ୱତନ୍ତ୍ର ବସ ସେବାକୁ ବାତିଲ କରାଯାଇଛି । ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଓଏସ୍ଆରଟିସି ବସ୍ ସେବାକୁ ବନ୍ଦ କରାଯାଇଛି । ଫେବ୍ରୁଆରୀ ୪ ତାରିଖ…

ଓଲଟିଲା ଓଏସଆରଟିସି ବସ୍; ୨ ମୃତ, ଅନେକ ଆହତ

ପାଲଲହଡା ନିକଟରେ ଓଲଟିଲା ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସଆରଟିସି) ବସ । ଓଏସଆରଟିସି ବସଟି ବାରିପଦାରୁ ଅନୁଗୁଳ ଯାଉଥିବା ବେଳେ ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଛି।…

ଗିରଫ ହେଲେ ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି)ର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଗିରଫ କଲା ଭିଜିଲାନ୍ସ । ୧୯୯୧ ରୁ ଚାକିରୀ କରିଥିବା ବିଜୟ କୁମାର ମଙ୍ଗରାଜ ୨୦୨୫ ରେ…

ରଥଯାତ୍ରା ପାଇଁ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍। କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ…