ରାଜ୍ୟ ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣା: ଗିରଫ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ସସପେଣ୍ଡ August 6, 2025 Papirani ନିଲମ୍ବିତ ହେଲେ ଗିରଫ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ ଆଜି ନିଲମ୍ବିତ ହୋଇଛନ୍ତି ନିହାର ରଞ୍ଜନ ମହାନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ତାଜା ଖବର ରାଜ୍ୟ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ଗିରଫ August 3, 2025 Papirani ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ଗିରଫ। କାଲି ଅଫିସ୍କୁ ଡାକି ନିହାରଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ୍ । ନିହାରଙ୍କ ଲ୍ୟାପଟପରୁ ଲିକ୍ ହୋଇଥିଲା ଓଟିଇଟି ପ୍ରଶ୍ନପତ୍ର। ଯାହାକୁ ନେଇ ଖୋଳତାଡ କରୁଥିଲା କ୍ରାଇମବ୍ରାଞ୍ଚ। ଦୁଇ…
ତାଜା ଖବର ରାଜ୍ୟ ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା; ଶିକ୍ଷକ କି ଯେତେ ବଡ଼ ଲୋକ ହୁଅନ୍ତୁ ସମସ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷାମନ୍ତ୍ରୀ July 31, 2025 Papirani ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏ ଘଟଣାରେ ସାମିଲ ଥିବା ଲୋକଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ପ୍ରଶ୍ନପତ୍ର ଲିକ୍ ଘଟଣାରେ…
ରାଜ୍ୟ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଗିରଫ July 30, 2025 Nirvay ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଞ୍ଚ ୬ ଜଣଙ୍କୁ ଆଜି ଗିରଫ କରିଛି । ଚଳିତମାସ ୨୦ ତାରିଖରେ ଏହି ପରୀକ୍ଷା ହେବାର ଥିଲା କିନ୍ତୁ ୧୯ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହେବାପରେ ରାଜ୍ୟ ସରକାର ଏହି…
ରାଜ୍ୟ ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବୋର୍ଡ ଅଫିସ୍ର ଜଣେ କର୍ମଚାରୀଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ July 30, 2025 Nirvay ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ତନାଘନା କରୁଛି କ୍ରାଇମବ୍ରାଞ୍ଚ । ବୋର୍ଡ ଅଫିସ୍ର ଜଣେ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡିଛି । ଗତକାଲି ରାୟଗଡ଼ା ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ଉଠାଇ ନେଇଥିବା ବେଳେ ଆଜି…