Tag: Paddy

ସମବାୟ ସମିତି ଗୁଡିକ ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ; ନହେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ ସପ୍ତାହ ପାଳନ…

ଧାନ ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା

ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ଚାଷୀଙ୍କ ସୁରକ୍ଷା, କଟନୀ ଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ତେଣୁ ଏହି ଧାନ କିଣା କାରବାରରେ ସ୍ୱଚ୍ଛତା…

ଚାଷୀ ପାଖରୁ ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ଆକାଉଣ୍ଟକୁ ଆସିବ ଟଙ୍କା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଚଳିତ ୨୦୨୪-୨୫ ବର୍ଷ ପାଇଁ କଟକ ଜିଲ୍ଲାରେ ଧାନ କ୍ରୟ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଚଳିତ ଖରିଫ ଋତୁରୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ ଶହ ଟଙ୍କା ଚାଷୀମାନଙ୍କୁ…

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ: ୧ କୋଟି ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ…

୮୦୦ ଟଙ୍କା ବୋନସ ଦେଇ ଲୋକଙ୍କଠୁ ଧାନ କିଣିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଧାନ କିଣା ପ୍ରକ୍ରିୟାକୁ ନେଇ ଆଜି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ କହିଛନ୍ତି ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟରେ ସୋହେଲାରୁ ଧାନ କିଣା ଆରମ୍ଭ କରିବେ ରାଜ୍ୟ ସରକାର । ଯେଉଁ ସୋହେଲାରେ ବିଜେଡି ୧୦୦…

ଧାନମଣ୍ଡିରେ ଲାଗିବ ସିସିଟିଭି ଓ ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍

ଧାନ ମଣ୍ଡିକୁ ନେଇ ପ୍ରତିକ୍ରିୟା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟର ପ୍ରତି ଧାନମଣ୍ଡିରେ ଲାଗିବ ସିସିଟିଭି । ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ଯେକୌଣସି ସମସ୍ୟାର ସଙ୍ଗେ ସଙ୍ଗେ ସମାଧାନ…

ଓଡ଼ିଶା ଚାଷୀଙ୍କ ପାଇଁ ଖରିଫ ଋତୁରୁ ଧାନ MSP ହେବ ୩୧୦୦ ଟଙ୍କା

ରାଜ୍ୟରେ ଚାଷୀମାନଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ”ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…