ତାଜା ଖବର ରାଜ୍ୟ Odisha Extends Paddy Registration Deadline: ରାଜ୍ୟରେ ୭ ଦିନ ବଢ଼ିଲା ଧାନ ପଞ୍ଜୀକରଣ ସମୟସୀମା August 30, 2026 Papirani ରାଜ୍ୟର ଚାଷୀମାନଙ୍କ ପାଇଁ ସରକାରଙ୍କ ତରଫରୁ ଏକ ଆଶ୍ୱାସନାପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଧାନ ପଞ୍ଜୀକରଣ ଅବଧିକୁ ଆଉ ୭ ଦିନ ବୃଦ୍ଧି କରାଯାଇଛି। ଏ ସମ୍ପର୍କରେ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ବିଶେଷ ସୂଚନା…