ଦେଶ ରାଜ୍ୟ ପ୍ରଶାନ୍ତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କଲେ ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ May 28, 2025 Nirvay ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ ଆଜି ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଭେଟି ୫ ଲକ୍ଷ ଟଙ୍କା ସହାୟତା…
ଦେଶ କାଲି ଭାରତ-ପାକିସ୍ତାନ ସୀମାରେ ସମରାଭ୍ୟାସ କରିବ ବାୟୁସେନା May 6, 2025 Nirvay ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୀମାରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ମେ ୭ ଏବଂ ୮ ତାରିଖରେ ଭାରତ-ପାକିସ୍ତାନ ସୀମା ନିକଟରେ ଏକ ବଡ଼ ସମରାଭ୍ୟାସ କରିବାକୁ ଯାଉଛି । ଏହି ଅଭ୍ୟାସରେ ଭାରତୀୟ ବାୟୁସେନା ରାଜସ୍ଥାନ…
ଦେଶ ବିଶ୍ୱ ଭାରତୀୟ ବନ୍ଦରକୁ ପାକିସ୍ତାନ ଜାହାଜ ଆସିବା ମନା May 3, 2025 Nirvay ଜମ୍ମୁ ଓ କଶ୍ମୀରର ପହଲଗାମ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାରଙ୍କ କଡ଼ା ଆଭିମୁଖ୍ୟ । ଆକାଶପଥ ଓ ସ୍ଥଳପଥ ପରେ ଜଳପଥରେ ପାକିସ୍ତାନ ପାଇଁ ଭାରତ ଲଗାଇଲା କଟକଣା । ଭାରତୀୟ ବନ୍ଦରକୁ ପାକିସ୍ତାନୀ ଜାହାଜ ଆସିବା…
ବ୍ୟବସାୟ ପାକିସ୍ତାନରୁ ସମସ୍ତ ଆମଦାନୀ, ରପ୍ତାନୀ ବ୍ୟାନ୍ କଲା ଭାରତ May 3, 2025 Nirvay ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ଗୋଟେ ପରେ ଗୋଟେ ଝଟକା ଦେଉଛି ଭାରତ । ଭାରତ ପକ୍ଷରୁ ପାକିସ୍ତାନରୁ ସମସ୍ତ ପ୍ରକାରର ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ…
ତାଜା ଖବର ଦେଶ ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ ପୁନର୍ଗଠନ April 30, 2025 Papirani ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ (NSAB)ର ପୁନର୍ଗଠନ । ନୂଆ ଅଧ୍ୟକ୍ଷ ହେଲେ ପୂର୍ବତନ R&AW ମୁଖ୍ୟ ଆଲୋକ ଯୋଶୀ । । ଜମ୍ମୁ-କାଶ୍ମୀରର ପହଲଗାମରେ ହିନ୍ଦୁମାନଙ୍କ ହତ୍ୟାକାଣ୍ଡ ପରେ ବିଭିନ୍ନ ପଦକ୍ଷେପ ନେଇଛନ୍ତି ସରକାର । ଜାତୀୟ ସୁରକ୍ଷା ପରାମର୍ଶଦାତା…
ଦେଶ ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା April 29, 2025 Nirvay ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର । ଦକ୍ଷିଣ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଘନଘନ ବୈଠକ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଆଜି ପୁଣି…
ତାଜା ଖବର ରାଜ୍ୟ ପହଲଗାମ୍ ଆକ୍ରମଣ ଘଟଣା: କଟକରେ ରଞ୍ଜିତ ଭୋଳଙ୍କ ଘରେ ଏନଆଇଏ ଟିମ୍ April 29, 2025 Papirani କଟକରେ ପହଞ୍ଚିଛି ନ୍ୟାସନାଲ ଇଭେଷ୍ଟିଗେସନ୍ ଏଜେନ୍ସି (NIA) ଟିମ୍ । ପହଲଗାମରୁ ସୁରକ୍ଷିତ ଭାବେ ଫେରିଥିବା ରଞ୍ଜିତ ଭୋଳଙ୍କ ପରିବାରକୁ ପଚରାଉଚୁରା କରିଛି ଟିମ୍ । ପହଲଗାମ୍ ଆତଙ୍କୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ କଟକ ଦେଉଳ ସାହିର ରଞ୍ଜିତ ଭୋଳଙ୍କ…
ତାଜା ଖବର ଦେଶ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିଲା ଉଚ୍ଚସ୍ତରୀୟ ବୈଠକ April 29, 2025 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ । ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ, NSA, ସିଡିଏସ୍ ଅନିଲ ଚୌହ୍ବାଣ ଉପସ୍ଥିତ । ୩ ସେନାର ମୁଖ୍ୟ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ପହଲଗାମ ଆକ୍ରମଣ ପରବର୍ତ୍ତୀ ସ୍ଥିତି…
ତାଜା ଖବର ଦେଶ ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଫେରିବା ଦାବିରୁ ଓହରି ନାହୁଁ; କିନ୍ତୁ ଏବେ ସେ ସମୟ ନୁହେଁ: ଓମାର ଅବଦୁଲ୍ଲା April 28, 2025 Papirani କେଉଁ ମୁହଁରେ ରାଜ୍ୟ ମାନ୍ୟତା ମାଗିବି । ଆଜି ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ଏହି ପରି କହିଛନ୍ତି ଜାମୁ ଓ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । ସେ କହିଛନ୍ତି ଏବେ ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଦାବି ସମୟ ନୁହେଁ…
ଦେଶ ମାଟିରେ ମିଶିଲା ଆଉ ୨ ଆତଙ୍କବାଦୀଙ୍କ ଘର April 26, 2025 Nirvay ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ଭାରତୀୟ ସେନା । କାଶ୍ମୀରର ସୋପିଆନ ଓ ପୁଲୱାମାରେ ଆଜି ଆଉ ୨ ଲସ୍କର ଆତଙ୍କୀଙ୍କ ଘର ଉଡାଇଛନ୍ତି ସୁରକ୍ଷାକର୍ମୀ । ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର ।…