Tag: Pahalgam Terror Attack

ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଫେରିବା ଦାବିରୁ ଓହରି ନାହୁଁ; କିନ୍ତୁ ଏବେ ସେ ସମୟ ନୁହେଁ: ଓମାର ଅବଦୁଲ୍ଲା

କେଉଁ ମୁହଁରେ ରାଜ୍ୟ ମାନ୍ୟତା ମାଗିବି । ଆଜି ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ଏହି ପରି କହିଛନ୍ତି ଜାମୁ ଓ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । ସେ କହିଛନ୍ତି ଏବେ ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଦାବି ସମୟ ନୁହେଁ…

ମାଟିରେ ମିଶିଲା ଆଉ ୨ ଆତଙ୍କବାଦୀଙ୍କ ଘର

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ଭାରତୀୟ ସେନା । କାଶ୍ମୀରର ସୋପିଆନ ଓ ପୁଲୱାମାରେ ଆଜି ଆଉ ୨ ଲସ୍କର ଆତଙ୍କୀଙ୍କ ଘର ଉଡାଇଛନ୍ତି ସୁରକ୍ଷାକର୍ମୀ । ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର ।…

ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ସୁଲତା ଦେଓ

ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ ପହଲଗାମରେ ହୋଇଥିବା ଆତଙ୍କୀ ଆକ୍ରମଣକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେବା ପରେ ଆଜି କ୍ଷମା ମାଗିଛନ୍ତି । ସେ କହିଛନ୍ତି କି, ଯଦି ତାଙ୍କ ବୟାନ ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଦୁଃଖ ପହଞ୍ଚେଇଛି…

ପାକିସ୍ତାନ ବାୟୁସୀମା ବନ୍ଦ କରିବା ପରେ ଡିଜିସିଏ ର ଆଡ୍‌ଭାଇଜରି

ପହଲଗାମ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ବନ୍ଦ କରିବା ଭଳି ଅନେକ ବଡ଼ ପଦକ୍ଷେପ ନେବା ପରେ ପାକିସ୍ତାନ ଭାରତୀୟ ବିମାନ ପାଇଁ ତାର ଆକାଶ ସୀମା ବନ୍ଦ କରିଦେଇଛି । ପାକିସ୍ତାନ ବାୟୁସୀମା ବନ୍ଦ କରିବା ପରେ…

ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କ ଘରେ ନିଆ ଟିମ୍‌

ପହଲଗାମ ଆତଙ୍କୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ଘରେ ଏନଆଇଏ ଚିମ୍ ପହଞ୍ଚି ତଦନ୍ତ କରୁଛି । ବାଲେଶ୍ୱରର ଇସାଣୀ ଗାଁରେ ଏନଆଇଏ ଟିମ୍ ପହଞ୍ଚି ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ ପଚରାଉଚରା କରୁଛି । ଆତଙ୍କବାଦୀ ଆକ୍ରମଣର…

ପହଲଗାମ ଆକ୍ରମଣ: ସାମିଲ ଥିବା ୨ ଆତଙ୍କୀର ଘର ଉଡ଼ାଇଲେ ସୁରକ୍ଷାକର୍ମୀ

ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେସନକୁ ଜୋରଦାର କରିଛି। ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ଲାଗିଛି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମଧ୍ୟ ଜମ୍ମୁ ଏବଂ କଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ ଆରମ୍ଭ କରିଛି। ଜମ୍ମୁ-କାଶ୍ମରୀ ପହଲଗାମ୍…

ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ଯୋଗଦେଲେ ସାଂସଦ ସସ୍ମିତ ପାତ୍ର

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ଆଜି ବିଜୁ ଜନତା ଦଳ ତରଫରୁ ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସର୍ବଦଳୀୟ ବୈଠକରେ…

ପହଲଗାମ୍ ଆକ୍ରମଣ ଘଟଣା: କଂଗ୍ରେସର CWC ବୈଠକରେ ନିନ୍ଦା ପ୍ରସ୍ତାବ ପାରିତ

ସାମ୍ପ୍ରଦାୟିକ ଉତ୍ତେଜନା ବଢ଼ାଇବା ପାଇଁ ଆତଙ୍କବାଦୀମାନେ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଜାଣିଶୁଣି ହିନ୍ଦୁମାନଙ୍କୁ ଟାର୍ଗେଟ କରୁଥିବା ଘଟଣାକୁ ନିନ୍ଦା କରି କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ଗୁରୁବାର ଏକ ନିନ୍ଦା ପ୍ରସ୍ତାବ ପାରିତ କରିଛି । ଏହି ବୈଠକରେ ପହଲଗାମ…

ପାକିସ୍ତାନ ସରକାରର ଅଫିସିଆଲ ଏକ୍ସ ଆକାଉଣ୍ଟ ବ୍ୟାନ

ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣକ ପରେ ଭାରତ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାରେ ଆରମ୍ଭ କରିଛି। ପାକିସ୍ତାନ ସହ ବଢୁଥିବା ଉତ୍ତେଜନା ମଧ୍ୟରେ ଭାରତ କଲା ଡିଜିଟାଲ ଷ୍ଟ୍ରାଇକ୍ । ପାକିସ୍ତାନୀ ସରକାରର ଆନୁଷ୍ଠାନିକ ଏକ୍ସ ଆକାଉଣ୍ଟକୁ ବ୍ୟାନ…

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ

ପଞ୍ଚଭୂତରେ ବିଲୀନ ହେଲେ ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ପ୍ରଶାନ୍ତ ଶତପଥୀ । ବାଲେଶ୍ବର ଇସାଣୀ ଗାଁ ମଶାଣୀରେ ଶେକକୃତ୍ୟ ସମ୍ପନ୍ନ ହୋଇଛି । ପ୍ରଶାନ୍ତ ଶତପଥୀଙ୍କୁ ମୁଖାଗ୍ନି ଦେଲା ତାଙ୍କ କୁନି ପୁଅ । ତାଙ୍କର…