Tag: Pahalgam Terror Attack

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଅଜିତ ଡୋଭାଲ; ଆକ୍ରମଣକୁ ନେଇ ସନ୍ଧ୍ୟା ୬ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଏନ୍‌ଏସ୍‌ଏ ଅଜିତ ଡୋଭାଲ । ଜାମ୍ମୁ-କାଶ୍ମୀର ସ୍ଥିତି ନେଇ ଅବଗତ କରାଇଛନ୍ତି । ପହଲାଗାମ ଆତଙ୍କୀ ହାମଲାରେ ଘଟଣାକୁ ନେଇ ଆଜି ସନ୍ଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସନ୍ଧ୍ୟା ୬ଟାରେ ଏହି…

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୩ ସଂପୃକ୍ତ ଆତଙ୍କବାଦୀଙ୍କ ସ୍କେଚ୍ ଜାରି

ପହଲଗାମ ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ତେବେ ଏହାରି ମଧ୍ୟରେ ଗୁଇନ୍ଦା ବିଭାଗ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି । ଏହା ପରେ ଆତଙ୍କବାଦୀଙ୍କ ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି । ସେମାନେ…

ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା: ଶ୍ରୀନଗରରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଅମିତ ଶାହ

ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି। ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ପର୍ଯ୍ୟଟକଙ୍କ ମୃତଦେହକୁ ପୋଲିସ କଣ୍ଟ୍ରୋଲ ରୁମ୍‌ରେ ରଖାଯାଇଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀନଗରର ପୋଲିସ ନିୟନ୍ତ୍ରଣ…

ପହଲଗାମ୍ ଆତଙ୍କୀ ଆକ୍ରମଣ: ଆଜି ଭୁବନେଶ୍ବର ପହଞ୍ଚିବ ଓଡ଼ିଆ ଯୁବକଙ୍କ ମୃତଦେହ

କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ଓଡ଼ିଶାରେ ପହଁଚିବ । ଏ ନେଇ ତାଙ୍କ ବଡ଼ଭାଇ ସୂଚନା ଦେଇଛନ୍ତି । ସେ…

ସାଉଦି ଗସ୍ତ ରଦ୍ଦ କରି ଭାରତ ଫେରିଲେ ମୋଦି; ଉଚ୍ଚସ୍ତରୀୟ ବୈଠକରେ ସାମିଲ

ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାଉଦି ଆରବର ନିଜର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ସାଉଦି ଆରବରୁ ଆସି ଦିଲ୍ଲୀ ପହଞ୍ଚିବା ପରେ ପହଲଗାମ…

କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…

ଜମ୍ମୁ-କାଶ୍ମୀରରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ଆକ୍ରମଣ: ୨୮ ମୃତ ସୂଚନା

ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବୈସାରନ ଉପତ୍ୟକାର ଉପର ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ…