ତାଜା ଖବର ରାଜ୍ୟ Pakhala Paraba 2026: ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପ୍ରସ୍ତୁତ ହେଲା ୧୧୭୭ କିଲୋଗ୍ରାମର ପଖାଳ; ଯୋଗଦେଲେ ମୁଖ୍ୟମନ୍ତ୍ରୀ March 20, 2026 Papirani ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ…