Tag: pakistani x banned

ପାକିସ୍ତାନ ସରକାରର ଅଫିସିଆଲ ଏକ୍ସ ଆକାଉଣ୍ଟ ବ୍ୟାନ

ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣକ ପରେ ଭାରତ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାରେ ଆରମ୍ଭ କରିଛି। ପାକିସ୍ତାନ ସହ ବଢୁଥିବା ଉତ୍ତେଜନା ମଧ୍ୟରେ ଭାରତ କଲା ଡିଜିଟାଲ ଷ୍ଟ୍ରାଇକ୍ । ପାକିସ୍ତାନୀ ସରକାରର ଆନୁଷ୍ଠାନିକ ଏକ୍ସ ଆକାଉଣ୍ଟକୁ ବ୍ୟାନ…