ରାଜନୀତି ରାଜ୍ୟ ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ April 12, 2025 Nirvay ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥି ମଧ୍ୟରୁ ପାଞ୍ଚଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ,…